ଏସସିବିରେ ବଢ଼ିବ ଶହେ କୋଭିଡ୍ ଆଇସିୟୁ , ସିଏମସି କମିଶନର ଅନନ୍ୟା ଦାସ

The Sakala Picture
Published On

କଟକ ସହରର କୋଭିଡ୍ ସ୍ଥିତି ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ସିଏମସି କମିଶନର ଅନନ୍ୟା ଦାସ । କଟକ ମହାନଗର ନିଗମ ଅଞ୍ଚଳରେ ଏବେ ୩, ୬୮୫ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ପ୍ରାୟ ୮୫ ପ୍ରତିଶତ ଆକ୍ରାନ୍ତ ଘରେ ରହି ଚିକିତ୍ସିତ ହେଉଛନ୍ତି । ହୋମ୍ ଆଇସୋଲେସନରେ ରହୁଥିବା ଆକ୍ରାନ୍ତଙ୍କ ପାଇଁ ଆରଏଟି ରହିଛି । ଆରଏଟି ଆକ୍ରାନ୍ତଙ୍କ ସହ ଯୋଗାଯୋଗରେ ରହୁଛି । ଆବଶ୍ୟକତା ଅନୁସାରେ ମେଡିକାଲକୁ ସ୍ଥାନାନ୍ତରିତ କରାଯାଉଛି । କୋଭିଡ୍ […]

କଟକ ସହରର କୋଭିଡ୍ ସ୍ଥିତି ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ସିଏମସି କମିଶନର ଅନନ୍ୟା ଦାସ । କଟକ ମହାନଗର ନିଗମ ଅଞ୍ଚଳରେ ଏବେ ୩, ୬୮୫ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ପ୍ରାୟ ୮୫ ପ୍ରତିଶତ ଆକ୍ରାନ୍ତ ଘରେ ରହି ଚିକିତ୍ସିତ ହେଉଛନ୍ତି । ହୋମ୍ ଆଇସୋଲେସନରେ ରହୁଥିବା ଆକ୍ରାନ୍ତଙ୍କ ପାଇଁ ଆରଏଟି ରହିଛି । ଆରଏଟି ଆକ୍ରାନ୍ତଙ୍କ ସହ ଯୋଗାଯୋଗରେ ରହୁଛି । ଆବଶ୍ୟକତା ଅନୁସାରେ ମେଡିକାଲକୁ ସ୍ଥାନାନ୍ତରିତ କରାଯାଉଛି ।

ଆହୁରି ପଢ଼ନ୍ତୁ: ଅସୁରକ୍ଷିତ ରାଜଧାନୀ: ଡେଲିଭରୀ ବୟଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

କୋଭିଡ୍ କେୟାର୍ ସେଣ୍ଟରରେ ୪୦ରୁ ୪୫ ପ୍ରତିଶତ ଆକ୍ରାନ୍ତ ରହୁଛନ୍ତି । ସିସିସିର ଅକ୍ସିଜେନ୍ ସୁବିଧା ଅଛି । କିଛି ଅସୁବିଧା ହେଲେ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଉଛି । ପ୍ରାୟ ୧୦ ପ୍ରତିଶତ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲ୍ ନିଆଯାଉଥିବା ବେଳେ ୩ ପ୍ରତିଶତ ଆକ୍ରାନ୍ତଙ୍କୁ ଆଇସିୟୁ ଆବଶ୍ୟକ ହେଉଛି । ଏବେ କଟକରେ ୧୨ ଶହ ବେଡ୍ ଅଛି । ୩ ଶହଟି ଆଇସିୟୁ ରହିଛି ।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

08 May 2021 By The Sakala

ଏସସିବିରେ ବଢ଼ିବ ଶହେ କୋଭିଡ୍ ଆଇସିୟୁ , ସିଏମସି କମିଶନର ଅନନ୍ୟା ଦାସ

କଟକ ସହରର କୋଭିଡ୍ ସ୍ଥିତି ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ସିଏମସି କମିଶନର ଅନନ୍ୟା ଦାସ । କଟକ ମହାନଗର ନିଗମ ଅଞ୍ଚଳରେ ଏବେ ୩, ୬୮୫ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ପ୍ରାୟ ୮୫ ପ୍ରତିଶତ ଆକ୍ରାନ୍ତ ଘରେ ରହି ଚିକିତ୍ସିତ ହେଉଛନ୍ତି । ହୋମ୍ ଆଇସୋଲେସନରେ ରହୁଥିବା ଆକ୍ରାନ୍ତଙ୍କ ପାଇଁ ଆରଏଟି ରହିଛି । ଆରଏଟି ଆକ୍ରାନ୍ତଙ୍କ ସହ ଯୋଗାଯୋଗରେ ରହୁଛି । ଆବଶ୍ୟକତା ଅନୁସାରେ ମେଡିକାଲକୁ ସ୍ଥାନାନ୍ତରିତ କରାଯାଉଛି ।

କୋଭିଡ୍ କେୟାର୍ ସେଣ୍ଟରରେ ୪୦ରୁ ୪୫ ପ୍ରତିଶତ ଆକ୍ରାନ୍ତ ରହୁଛନ୍ତି । ସିସିସିର ଅକ୍ସିଜେନ୍ ସୁବିଧା ଅଛି । କିଛି ଅସୁବିଧା ହେଲେ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଉଛି । ପ୍ରାୟ ୧୦ ପ୍ରତିଶତ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲ୍ ନିଆଯାଉଥିବା ବେଳେ ୩ ପ୍ରତିଶତ ଆକ୍ରାନ୍ତଙ୍କୁ ଆଇସିୟୁ ଆବଶ୍ୟକ ହେଉଛି । ଏବେ କଟକରେ ୧୨ ଶହ ବେଡ୍ ଅଛି । ୩ ଶହଟି ଆଇସିୟୁ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର