ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଶତାଧିକ ଛାତ୍ରଙ୍କ ବିକ୍ଷୋଭ

The Sakala Picture
Published On

ଖୋର୍ଦ୍ଧା : କରୋନା ମହାମାରୀରେ ପରୀକ୍ଷା ବାତିଲ ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି ଶତାଧିକ ଛାତ୍ର। ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଶତାଧିକ ଛାତ୍ର ସ୍ଥାନୀୟ ନୂଆ ବସ୍ଷ୍ଟାଣ୍ଡ ଠାରୁ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲେ । ଜିଲ୍ଲାର ବିଭିନ୍ନ ଯୁକ୍ତ ଦୁଇ ମହାବିଦ୍ୟାଳୟରୁ ଛାତ୍ରମାନେ ଏକାଠି ହୋଇ ବିକ୍ଷୋଭ ଜାରି ରଖିଛନ୍ତି। ସେମାନଙ୍କ ଦାବି ଯେ, କରୋନା କାଳରେ ମହାବିଦ୍ୟାଳୟରେ ପାଠପଢା ଠିକ ସେ ହୋଇପାରିନାହିଁ। ଅନୁରୂପ ଭାବେ ଅନଲାଇନ […]

ଖୋର୍ଦ୍ଧା : କରୋନା ମହାମାରୀରେ ପରୀକ୍ଷା ବାତିଲ ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି ଶତାଧିକ ଛାତ୍ର। ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଶତାଧିକ ଛାତ୍ର ସ୍ଥାନୀୟ ନୂଆ ବସ୍ଷ୍ଟାଣ୍ଡ ଠାରୁ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲେ । ଜିଲ୍ଲାର ବିଭିନ୍ନ ଯୁକ୍ତ ଦୁଇ ମହାବିଦ୍ୟାଳୟରୁ ଛାତ୍ରମାନେ ଏକାଠି ହୋଇ ବିକ୍ଷୋଭ ଜାରି ରଖିଛନ୍ତି।

ଆହୁରି ପଢ଼ନ୍ତୁ: ପୋଲିସ ବିଭାଗରେ ବଡ଼ ସଂସ୍କାର: ଗୋଟିଏ ଥାନାରେ ୩ ବର୍ଷରୁ ଅଧିକ ସମୟ ରହିପାରିବେନି ଅଫିସର

ସେମାନଙ୍କ ଦାବି ଯେ, କରୋନା କାଳରେ ମହାବିଦ୍ୟାଳୟରେ ପାଠପଢା ଠିକ ସେ ହୋଇପାରିନାହିଁ। ଅନୁରୂପ ଭାବେ ଅନଲାଇନ କ୍ଲାସର ବି ଅତାପତ୍ତା ନାହିଁ। ତେଣୁ ରାଜ୍ୟ ସରକାର ତୁରନ୍ତ ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିବା ନେଇ ଘୋଷଣା କରନ୍ତୁ। ଅପରପକ୍ଷେ ଘଟଣାସ୍ଥଳରେ ସଦର ଏସ୍ଡିପିଓ ସୁସିଲ ମିଶ୍ର ଙ୍କ ସମେତ ଆଦର୍ଶ ଥାନା ପୋଲିସ ପହଂଚି ଉତ୍ୟକ୍ତ ଛାତ୍ରମାନଙ୍କୁ ବୁଝାସୁଝା ଜାରି ରଖିଛନ୍ତି ।

ଆହୁରି ପଢ଼ନ୍ତୁ: ଖୁବ୍‌ଶୀଘ୍ର ନୟାଗଡ଼ ଛେନାପୋଡ଼କୁ ମିଳିବ GI ଟ୍ୟାଗ୍, ମେ' ଶେଷ ଆଡକୁ ହୋଇପାରେ ବିଧିବଦ୍ଧ ଘୋଷଣା

27 Jan 2022 By The Sakala

ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଶତାଧିକ ଛାତ୍ରଙ୍କ ବିକ୍ଷୋଭ

ଖୋର୍ଦ୍ଧା : କରୋନା ମହାମାରୀରେ ପରୀକ୍ଷା ବାତିଲ ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି ଶତାଧିକ ଛାତ୍ର। ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଶତାଧିକ ଛାତ୍ର ସ୍ଥାନୀୟ ନୂଆ ବସ୍ଷ୍ଟାଣ୍ଡ ଠାରୁ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲେ । ଜିଲ୍ଲାର ବିଭିନ୍ନ ଯୁକ୍ତ ଦୁଇ ମହାବିଦ୍ୟାଳୟରୁ ଛାତ୍ରମାନେ ଏକାଠି ହୋଇ ବିକ୍ଷୋଭ ଜାରି ରଖିଛନ୍ତି।

ସେମାନଙ୍କ ଦାବି ଯେ, କରୋନା କାଳରେ ମହାବିଦ୍ୟାଳୟରେ ପାଠପଢା ଠିକ ସେ ହୋଇପାରିନାହିଁ। ଅନୁରୂପ ଭାବେ ଅନଲାଇନ କ୍ଲାସର ବି ଅତାପତ୍ତା ନାହିଁ। ତେଣୁ ରାଜ୍ୟ ସରକାର ତୁରନ୍ତ ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିବା ନେଇ ଘୋଷଣା କରନ୍ତୁ। ଅପରପକ୍ଷେ ଘଟଣାସ୍ଥଳରେ ସଦର ଏସ୍ଡିପିଓ ସୁସିଲ ମିଶ୍ର ଙ୍କ ସମେତ ଆଦର୍ଶ ଥାନା ପୋଲିସ ପହଂଚି ଉତ୍ୟକ୍ତ ଛାତ୍ରମାନଙ୍କୁ ବୁଝାସୁଝା ଜାରି ରଖିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର