ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ: ସ୍ତ୍ରୀର ତଣ୍ଟିକାଟି ନିର୍ମମଭାବେ ହତ୍ୟା କଲା ପିଶାଚ ସ୍ୱାମୀ, ଆକ୍ରମଣରେ ୫ ବର୍ଷର ଝିଅ ଗୁରୁତର

The Sakala Picture
Published On

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ସ୍ତ୍ରୀକୁ ନିର୍ମମଭାବେ ହତ୍ୟା କଲା ପିଶାଚ ସ୍ୱାମୀ । ନିଶାସକ୍ତ ଅବସ୍ଥାରେ ଝିଅର ବେକକୁ ଧାରୁଆ ଅସ୍ତ୍ରରେ କାଟିବା ପରେ ସ୍ତ୍ରୀକୁ ଅତି ବିଭତ୍ସଭାବେ ହତ୍ୟାକଲା ନିଶାସକ୍ତ ସ୍ୱାମୀ​‌। ଉଭୟଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଭୁବନେଶ୍ୱର ଘାଟିକିଆ ଅଞ୍ଚଳରେ ଘଟିଛି ଏଭଳି ଛାତିଥରା ହତ୍ୟାକାଣ୍ଡ । ଘଟଣାସ୍ଥଳରେ ଖଣ୍ଡଗିରୀ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣପଡିଛି। ମୃତକ ହେଲେ ସରସ୍ୱତୀ […]

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ସ୍ତ୍ରୀକୁ ନିର୍ମମଭାବେ ହତ୍ୟା କଲା ପିଶାଚ ସ୍ୱାମୀ । ନିଶାସକ୍ତ ଅବସ୍ଥାରେ ଝିଅର ବେକକୁ ଧାରୁଆ ଅସ୍ତ୍ରରେ କାଟିବା ପରେ ସ୍ତ୍ରୀକୁ ଅତି ବିଭତ୍ସଭାବେ ହତ୍ୟାକଲା ନିଶାସକ୍ତ ସ୍ୱାମୀ​‌। ଉଭୟଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଭୁବନେଶ୍ୱର ଘାଟିକିଆ ଅଞ୍ଚଳରେ ଘଟିଛି ଏଭଳି ଛାତିଥରା ହତ୍ୟାକାଣ୍ଡ । ଘଟଣାସ୍ଥଳରେ ଖଣ୍ଡଗିରୀ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣପଡିଛି।

ଆହୁରି ପଢ଼ନ୍ତୁ: ରୋଜଗାର ଆଶାରେ ଋଷ୍‌ ଯାଇଥିଲେ ଗଞ୍ଜାମ ଯୁବକ, ୟୁକ୍ରେନର ଡ୍ରୋନ୍‌ ମାଡ଼ରେ ଚାଲିଗଲା ଜୀବନ

ମୃତକ ହେଲେ ସରସ୍ୱତୀ ଦାସ । ସ୍ତ୍ରୀ ସରସ୍ୱତୀ ଦାସ ଜଣେ ନର୍ସ ଥିଲେ ବୋଲି ଜଣାପଡିଛି । ନିଶା ପାଇଁ ବର୍ବର ହତ୍ୟାକାଣ୍ଡ ଘଟିଥିବା ସୂଚନା ରହିଛି ।  ସୂଚନା ଅନୁସାରେ ଅଭିଯୁକ୍ତ ସ୍ୱାମୀ ସଂଜିତ ଦାସଙ୍କ ରୋଜଗାର ନଥିବା ବେଳେ ସ୍ତ୍ରୀଙ୍କ ପଇସାରେ ଘର ଚଳୁଥିଲା । ଆଜି କୌଣସି ଘଟଣାକୁ ନେଇ ଉଭୟ ପତିପତ୍ନୀଙ୍କ ମଧ୍ୟରେ କଳହ ଲାଗିଥିବା ବେଳେ ଏହା ସାଂଘାତିକ ରୂପ ନେଲା। ନିଜ ହିତାହିତ ଜ୍ଞାନ ହରାଇ ବସିଥିବା ସଞ୍ଜୀତ ଏକ ଧାରୁଅ ଅସ୍ତ୍ରରେ ପତ୍ନୀ ଓ ଝିଅଙ୍କ ବେକ କାଟି ଦେଇଥିଲେ। ଘଟଣାସ୍ଥଳରେ ସରସ୍ୱତୀଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅକୁ ଗୁରୁତର ଅବସ୍ଥାରେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ସେ ଏବେ ବିପଦମୁକ୍ତ ଥିବା ଜଣାଯାଇଛି। ଘଟଣାସ୍ଥଳରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ଉପସ୍ଥିତ ଅଛନ୍ତି ।

ଆହୁରି ପଢ଼ନ୍ତୁ: ପୋଲିସକୁ ନାହିଁ ଟିକେ ବି ଭୟ, ବିଚ୍ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼

09 Jun 2022 By The Sakala

ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ: ସ୍ତ୍ରୀର ତଣ୍ଟିକାଟି ନିର୍ମମଭାବେ ହତ୍ୟା କଲା ପିଶାଚ ସ୍ୱାମୀ, ଆକ୍ରମଣରେ ୫ ବର୍ଷର ଝିଅ ଗୁରୁତର

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ସ୍ତ୍ରୀକୁ ନିର୍ମମଭାବେ ହତ୍ୟା କଲା ପିଶାଚ ସ୍ୱାମୀ । ନିଶାସକ୍ତ ଅବସ୍ଥାରେ ଝିଅର ବେକକୁ ଧାରୁଆ ଅସ୍ତ୍ରରେ କାଟିବା ପରେ ସ୍ତ୍ରୀକୁ ଅତି ବିଭତ୍ସଭାବେ ହତ୍ୟାକଲା ନିଶାସକ୍ତ ସ୍ୱାମୀ​‌। ଉଭୟଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଭୁବନେଶ୍ୱର ଘାଟିକିଆ ଅଞ୍ଚଳରେ ଘଟିଛି ଏଭଳି ଛାତିଥରା ହତ୍ୟାକାଣ୍ଡ । ଘଟଣାସ୍ଥଳରେ ଖଣ୍ଡଗିରୀ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣପଡିଛି।

ମୃତକ ହେଲେ ସରସ୍ୱତୀ ଦାସ । ସ୍ତ୍ରୀ ସରସ୍ୱତୀ ଦାସ ଜଣେ ନର୍ସ ଥିଲେ ବୋଲି ଜଣାପଡିଛି । ନିଶା ପାଇଁ ବର୍ବର ହତ୍ୟାକାଣ୍ଡ ଘଟିଥିବା ସୂଚନା ରହିଛି ।  ସୂଚନା ଅନୁସାରେ ଅଭିଯୁକ୍ତ ସ୍ୱାମୀ ସଂଜିତ ଦାସଙ୍କ ରୋଜଗାର ନଥିବା ବେଳେ ସ୍ତ୍ରୀଙ୍କ ପଇସାରେ ଘର ଚଳୁଥିଲା । ଆଜି କୌଣସି ଘଟଣାକୁ ନେଇ ଉଭୟ ପତିପତ୍ନୀଙ୍କ ମଧ୍ୟରେ କଳହ ଲାଗିଥିବା ବେଳେ ଏହା ସାଂଘାତିକ ରୂପ ନେଲା। ନିଜ ହିତାହିତ ଜ୍ଞାନ ହରାଇ ବସିଥିବା ସଞ୍ଜୀତ ଏକ ଧାରୁଅ ଅସ୍ତ୍ରରେ ପତ୍ନୀ ଓ ଝିଅଙ୍କ ବେକ କାଟି ଦେଇଥିଲେ। ଘଟଣାସ୍ଥଳରେ ସରସ୍ୱତୀଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅକୁ ଗୁରୁତର ଅବସ୍ଥାରେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ସେ ଏବେ ବିପଦମୁକ୍ତ ଥିବା ଜଣାଯାଇଛି। ଘଟଣାସ୍ଥଳରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ଉପସ୍ଥିତ ଅଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର