ପାରିବାରିକ କଳହକୁ କେନ୍ଦ୍ର କରି ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ନୃଶଂସ ସ୍ୱାମୀ

The Sakala Picture
Published On

ଜଳେଶ୍ୱର: ସ୍ତ୍ରୀକୁ ଅତି ନିର୍ମମ ଭାବେ ହାଣିଲା ନୃଶଂସ ସ୍ୱାମୀ । ପାରିବାରିକ କଳହର କରୁଣ ପରିଣତି। ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ୍ୟୁବରଣ କରିଛି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଚାଲନ୍ତି ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ଜଣକ ହେଉଛନ୍ତି ଲିଲି ଦଣ୍ଡପାଟ । ଅଭିଯୁକ୍ତ ସ୍ୱାମୀ ଅର୍ଜୁନ ଦଣ୍ଡପାଠାକୁ ଅଟକ ରଖି ତଦନ୍ତ କରୁଛି ଜଳେଶ୍ୱର ପୋଲିସ। ସୂଚନା ଅନୁଯାୟୀ, ଜଳେଶ୍ୱର ଥାନା ଅନ୍ତର୍ଗତ ପଶ୍ଚିମବାଡ଼ ପଞ୍ଚାୟତର ଦେବକୁମାର […]

ଜଳେଶ୍ୱର: ସ୍ତ୍ରୀକୁ ଅତି ନିର୍ମମ ଭାବେ ହାଣିଲା ନୃଶଂସ ସ୍ୱାମୀ । ପାରିବାରିକ କଳହର କରୁଣ ପରିଣତି। ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ୍ୟୁବରଣ କରିଛି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଚାଲନ୍ତି ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ଜଣକ ହେଉଛନ୍ତି ଲିଲି ଦଣ୍ଡପାଟ । ଅଭିଯୁକ୍ତ ସ୍ୱାମୀ ଅର୍ଜୁନ ଦଣ୍ଡପାଠାକୁ ଅଟକ ରଖି ତଦନ୍ତ କରୁଛି ଜଳେଶ୍ୱର ପୋଲିସ।

ଆହୁରି ପଢ଼ନ୍ତୁ: କର୍ତ୍ତବ୍ୟରେ ଅବହେଳା ଓ ଶୃଙ୍ଖଳାଗତ ତ୍ରୁଟି: ବଡ଼ସାହି ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ

ସୂଚନା ଅନୁଯାୟୀ, ଜଳେଶ୍ୱର ଥାନା ଅନ୍ତର୍ଗତ ପଶ୍ଚିମବାଡ଼ ପଞ୍ଚାୟତର ଦେବକୁମାର ଗ୍ରାମର ସୁଜୟ ଦଣ୍ଡପାଟଙ୍କ ଝିଅ ଲିଲିଙ୍କୁ ଗତ ୧୦ବର୍ଷ ତଳେ ଚାଲନ୍ତି ଗ୍ରାମର ଅର୍ଜୁନ ଦଣ୍ଡପାଟ ବିବାହ କରିଥିଲେ। ବିବାହ ପର ଠାରୁ ଲିଲିଙ୍କୁ ସ୍ଵାମୀ ଓ ଶାଶୁ ଘର ଲୋକେ ଯୌତୁକ ଜନିତ ନିର୍ଯାତନା ଦେଇ ଆସୁଥିଲେ । ତେବେ ଗତକାଲି ବିଳମ୍ବିତ ରାତିରେ ପରିବାର ଲୋକଙ୍କ ଉପସ୍ଥିତିରେ କୌଣସି କାରଣକୁ ନେଇ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଯୁକ୍ତିତର୍କ ଓ କଳହ ହୋଇଥିଲା । ଏଥିରେ ଉତ୍ୟକ୍ତ ହୋଇ ସ୍ୱାମୀ ଅର୍ଜୁନ ସ୍ତ୍ରୀ ଲିଲିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିଛି ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

18 Jul 2023 By The Sakala

ପାରିବାରିକ କଳହକୁ କେନ୍ଦ୍ର କରି ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ନୃଶଂସ ସ୍ୱାମୀ

ଜଳେଶ୍ୱର: ସ୍ତ୍ରୀକୁ ଅତି ନିର୍ମମ ଭାବେ ହାଣିଲା ନୃଶଂସ ସ୍ୱାମୀ । ପାରିବାରିକ କଳହର କରୁଣ ପରିଣତି। ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ୍ୟୁବରଣ କରିଛି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଚାଲନ୍ତି ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ଜଣକ ହେଉଛନ୍ତି ଲିଲି ଦଣ୍ଡପାଟ । ଅଭିଯୁକ୍ତ ସ୍ୱାମୀ ଅର୍ଜୁନ ଦଣ୍ଡପାଠାକୁ ଅଟକ ରଖି ତଦନ୍ତ କରୁଛି ଜଳେଶ୍ୱର ପୋଲିସ।

ସୂଚନା ଅନୁଯାୟୀ, ଜଳେଶ୍ୱର ଥାନା ଅନ୍ତର୍ଗତ ପଶ୍ଚିମବାଡ଼ ପଞ୍ଚାୟତର ଦେବକୁମାର ଗ୍ରାମର ସୁଜୟ ଦଣ୍ଡପାଟଙ୍କ ଝିଅ ଲିଲିଙ୍କୁ ଗତ ୧୦ବର୍ଷ ତଳେ ଚାଲନ୍ତି ଗ୍ରାମର ଅର୍ଜୁନ ଦଣ୍ଡପାଟ ବିବାହ କରିଥିଲେ। ବିବାହ ପର ଠାରୁ ଲିଲିଙ୍କୁ ସ୍ଵାମୀ ଓ ଶାଶୁ ଘର ଲୋକେ ଯୌତୁକ ଜନିତ ନିର୍ଯାତନା ଦେଇ ଆସୁଥିଲେ । ତେବେ ଗତକାଲି ବିଳମ୍ବିତ ରାତିରେ ପରିବାର ଲୋକଙ୍କ ଉପସ୍ଥିତିରେ କୌଣସି କାରଣକୁ ନେଇ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଯୁକ୍ତିତର୍କ ଓ କଳହ ହୋଇଥିଲା । ଏଥିରେ ଉତ୍ୟକ୍ତ ହୋଇ ସ୍ୱାମୀ ଅର୍ଜୁନ ସ୍ତ୍ରୀ ଲିଲିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର