ପାରିବାରିକ କଳହକୁ କେନ୍ଦ୍ରକରି ସ୍ତ୍ରୀର ତଣ୍ଟି କାଟି ନିର୍ମମ ହତ୍ୟା କଲା ସୈତାନ ସ୍ବାମୀ

The Sakala Picture
Published On

ବରଗଡ଼: ପାରିବାରିକ କଳହର କରୁଣ ପରିଣତି । ସାମାନ୍ୟ କଳହକୁ କେନ୍ଦ୍ରକରି ସ୍ତ୍ରୀର ତଣ୍ଟି କାଟିଲା ସୈତାନ ସ୍ବାମୀ । ବରଗଡ଼ ଗାଇସିଲଟ ଥାନା ଅନ୍ତର୍ଗତ ଜନକେଡ଼ା ଗାଁରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ମୃତକ ଚନ୍ଦ୍ରକାନ୍ତି ସାହୁ । ଗତକାଲି ରାତିରେ କୌଣସି କାରଣକୁ ନେଇ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ କଳହ ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ସ୍ବାମୀ ରାମ ସାହୁ ସ୍ତ୍ରୀ ଚନ୍ଦ୍ରକାନ୍ତିଙ୍କ ତଣ୍ଟି କାଟିଦେଇଥିବା ଅଭିଯୋଗ ହୋଇଛି । ଏହାପରେ ଅଭିଯୁକ୍ତ ଜଣକ […]

ବରଗଡ଼: ପାରିବାରିକ କଳହର କରୁଣ ପରିଣତି । ସାମାନ୍ୟ କଳହକୁ କେନ୍ଦ୍ରକରି ସ୍ତ୍ରୀର ତଣ୍ଟି କାଟିଲା ସୈତାନ ସ୍ବାମୀ । ବରଗଡ଼ ଗାଇସିଲଟ ଥାନା ଅନ୍ତର୍ଗତ ଜନକେଡ଼ା ଗାଁରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ମୃତକ ଚନ୍ଦ୍ରକାନ୍ତି ସାହୁ ।

ଆହୁରି ପଢ଼ନ୍ତୁ: ବାପ-ପୁଅଙ୍କ ମିଥ୍ୟା ଅଭିଯୋଗକୁ ଖଣ୍ଡନ କଲେ ଗ୍ରାମବାସୀ: ନ୍ୟାୟ ନମିଳିଲେ ସାମୂହିକ ଆତ୍ମହତ୍ୟା ଚେତାବନୀ

ଗତକାଲି ରାତିରେ କୌଣସି କାରଣକୁ ନେଇ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ କଳହ ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ସ୍ବାମୀ ରାମ ସାହୁ ସ୍ତ୍ରୀ ଚନ୍ଦ୍ରକାନ୍ତିଙ୍କ ତଣ୍ଟି କାଟିଦେଇଥିବା ଅଭିଯୋଗ ହୋଇଛି । ଏହାପରେ ଅଭିଯୁକ୍ତ ଜଣକ ଫେରାର ହୋଇଯାଇଥିଲା । ଘର ଭିତରୁ ଦୁର୍ଗନ୍ଧ ହେବାରୁ ପୋଲିସକୁ ଖବର ଦେଇଥିଲେ ପଡୋଶୀ । ଗାଇସିଲେଟ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ଘରୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଯାଞ୍ଚ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ତାତିଲେ ଏମ୍ସ ସୁରକ୍ଷାକର୍ମୀ; ଦୁଇ ମାସର ବକେୟା ଦରମା ପ୍ରଦାନ ଦାବିରେ ଧାରଣାରେ ୪୪୦ସିକ୍ୟୁରିଟି ଗାର୍ଡ

21 Dec 2024 By The Sakala

ପାରିବାରିକ କଳହକୁ କେନ୍ଦ୍ରକରି ସ୍ତ୍ରୀର ତଣ୍ଟି କାଟି ନିର୍ମମ ହତ୍ୟା କଲା ସୈତାନ ସ୍ବାମୀ

ବରଗଡ଼: ପାରିବାରିକ କଳହର କରୁଣ ପରିଣତି । ସାମାନ୍ୟ କଳହକୁ କେନ୍ଦ୍ରକରି ସ୍ତ୍ରୀର ତଣ୍ଟି କାଟିଲା ସୈତାନ ସ୍ବାମୀ । ବରଗଡ଼ ଗାଇସିଲଟ ଥାନା ଅନ୍ତର୍ଗତ ଜନକେଡ଼ା ଗାଁରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ମୃତକ ଚନ୍ଦ୍ରକାନ୍ତି ସାହୁ ।

ଗତକାଲି ରାତିରେ କୌଣସି କାରଣକୁ ନେଇ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ କଳହ ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ସ୍ବାମୀ ରାମ ସାହୁ ସ୍ତ୍ରୀ ଚନ୍ଦ୍ରକାନ୍ତିଙ୍କ ତଣ୍ଟି କାଟିଦେଇଥିବା ଅଭିଯୋଗ ହୋଇଛି । ଏହାପରେ ଅଭିଯୁକ୍ତ ଜଣକ ଫେରାର ହୋଇଯାଇଥିଲା । ଘର ଭିତରୁ ଦୁର୍ଗନ୍ଧ ହେବାରୁ ପୋଲିସକୁ ଖବର ଦେଇଥିଲେ ପଡୋଶୀ । ଗାଇସିଲେଟ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ଘରୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଯାଞ୍ଚ ଆରମ୍ଭ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର