ଦିଲ୍ଲୀ CBI ରେ ହାଜର ହୋଇପାରନ୍ତି IAS ବିଷ୍ଣୁପଦ ସେଠୀ

The Sakala Picture
Published On

ଭୁବନେଶ୍ଵର: ଭୁବନେଶ୍ବର ନୁହେଁ ଦିଲ୍ଲୀରେ ହାଜର ହୋଇପାରନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ । ଦିଲ୍ଲୀରେ ହାଜର ନେଇ ବିଷ୍ଣୁପଦ ଚିଠି ଲେଖିଥିବା ସୂଚନା ମିଳିଛି। ତଦନ୍ତରେ ସହଯୋଗ କରି ସେ ସମସ୍ତ ତଥ୍ୟ ରଖିବେ । ହେଲେ ଭୁବନେଶ୍ଵର ନୁହେଁ ଦିଲ୍ଲୀରେ ହାଜର ପାଇଁ ସେ ଚିଠି ଲେଖିଥିବା ଜଣାପଡିଛି। ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀର ଜିଜିଏମଙ୍କ ସହ ୧୫ ଲକ୍ଷ ଟଙ୍କା କାରବାର ମାମଲା​‌ରେ ବିଷ୍ଣୁପଦଙ୍କୁ ସିବିଆଇ ସମନ କରିଛି। ୧୦ ତାରିଖରେ ସମନ ଜାରି […]

ଭୁବନେଶ୍ଵର: ଭୁବନେଶ୍ବର ନୁହେଁ ଦିଲ୍ଲୀରେ ହାଜର ହୋଇପାରନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ । ଦିଲ୍ଲୀରେ ହାଜର ନେଇ ବିଷ୍ଣୁପଦ ଚିଠି ଲେଖିଥିବା ସୂଚନା ମିଳିଛି। ତଦନ୍ତରେ ସହଯୋଗ କରି ସେ ସମସ୍ତ ତଥ୍ୟ ରଖିବେ । ହେଲେ ଭୁବନେଶ୍ଵର ନୁହେଁ ଦିଲ୍ଲୀରେ ହାଜର ପାଇଁ ସେ ଚିଠି ଲେଖିଥିବା ଜଣାପଡିଛି। ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀର ଜିଜିଏମଙ୍କ ସହ ୧୫ ଲକ୍ଷ ଟଙ୍କା କାରବାର ମାମଲା​‌ରେ ବିଷ୍ଣୁପଦଙ୍କୁ ସିବିଆଇ ସମନ କରିଛି। ୧୦ ତାରିଖରେ ସମନ ଜାରି ହୋଇଥିବାବେଳେ ୧୧ ତାରିଖରେ ଭୁବନେଶ୍ୱର ସିବିଆଇ କାର୍ଯ୍ୟାଳୟରେ ହାଜର ପାଇଁ କୁହାଯାଇଥିଲା। ତେବେ ଏହାରି ମଧ୍ୟରେ ବିଷ୍ଣୁପଦଙ୍କ ୩ ଡ୍ରାଇଭରଙ୍କୁ ସିବିଆଇ ଜେରା କରିସାରିଛି।

ଆହୁରି ପଢ଼ନ୍ତୁ: ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଝିଆରୀ ସମେତ ୮ ଗିରଫ

17 Dec 2024 By The Sakala

ଦିଲ୍ଲୀ CBI ରେ ହାଜର ହୋଇପାରନ୍ତି IAS ବିଷ୍ଣୁପଦ ସେଠୀ

ଭୁବନେଶ୍ଵର: ଭୁବନେଶ୍ବର ନୁହେଁ ଦିଲ୍ଲୀରେ ହାଜର ହୋଇପାରନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ । ଦିଲ୍ଲୀରେ ହାଜର ନେଇ ବିଷ୍ଣୁପଦ ଚିଠି ଲେଖିଥିବା ସୂଚନା ମିଳିଛି। ତଦନ୍ତରେ ସହଯୋଗ କରି ସେ ସମସ୍ତ ତଥ୍ୟ ରଖିବେ । ହେଲେ ଭୁବନେଶ୍ଵର ନୁହେଁ ଦିଲ୍ଲୀରେ ହାଜର ପାଇଁ ସେ ଚିଠି ଲେଖିଥିବା ଜଣାପଡିଛି। ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀର ଜିଜିଏମଙ୍କ ସହ ୧୫ ଲକ୍ଷ ଟଙ୍କା କାରବାର ମାମଲା​‌ରେ ବିଷ୍ଣୁପଦଙ୍କୁ ସିବିଆଇ ସମନ କରିଛି। ୧୦ ତାରିଖରେ ସମନ ଜାରି ହୋଇଥିବାବେଳେ ୧୧ ତାରିଖରେ ଭୁବନେଶ୍ୱର ସିବିଆଇ କାର୍ଯ୍ୟାଳୟରେ ହାଜର ପାଇଁ କୁହାଯାଇଥିଲା। ତେବେ ଏହାରି ମଧ୍ୟରେ ବିଷ୍ଣୁପଦଙ୍କ ୩ ଡ୍ରାଇଭରଙ୍କୁ ସିବିଆଇ ଜେରା କରିସାରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର