ଭୁବନେଶ୍ଵର: ଭୁବନେଶ୍ବର ନୁହେଁ ଦିଲ୍ଲୀରେ ହାଜର ହୋଇପାରନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ । ଦିଲ୍ଲୀରେ ହାଜର ନେଇ ବିଷ୍ଣୁପଦ ଚିଠି ଲେଖିଥିବା ସୂଚନା ମିଳିଛି। ତଦନ୍ତରେ ସହଯୋଗ କରି ସେ ସମସ୍ତ ତଥ୍ୟ ରଖିବେ । ହେଲେ ଭୁବନେଶ୍ଵର ନୁହେଁ ଦିଲ୍ଲୀରେ ହାଜର ପାଇଁ ସେ ଚିଠି ଲେଖିଥିବା ଜଣାପଡିଛି। ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀର ଜିଜିଏମଙ୍କ ସହ ୧୫ ଲକ୍ଷ ଟଙ୍କା କାରବାର ମାମଲାରେ ବିଷ୍ଣୁପଦଙ୍କୁ ସିବିଆଇ ସମନ କରିଛି। ୧୦ ତାରିଖରେ ସମନ ଜାରି ହୋଇଥିବାବେଳେ ୧୧ ତାରିଖରେ ଭୁବନେଶ୍ୱର ସିବିଆଇ କାର୍ଯ୍ୟାଳୟରେ ହାଜର ପାଇଁ କୁହାଯାଇଥିଲା। ତେବେ ଏହାରି ମଧ୍ୟରେ ବିଷ୍ଣୁପଦଙ୍କ ୩ ଡ୍ରାଇଭରଙ୍କୁ ସିବିଆଇ ଜେରା କରିସାରିଛି।
ଦିଲ୍ଲୀ CBI ରେ ହାଜର ହୋଇପାରନ୍ତି IAS ବିଷ୍ଣୁପଦ ସେଠୀ
ଭୁବନେଶ୍ଵର: ଭୁବନେଶ୍ବର ନୁହେଁ ଦିଲ୍ଲୀରେ ହାଜର ହୋଇପାରନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ । ଦିଲ୍ଲୀରେ ହାଜର ନେଇ ବିଷ୍ଣୁପଦ ଚିଠି ଲେଖିଥିବା ସୂଚନା ମିଳିଛି। ତଦନ୍ତରେ ସହଯୋଗ କରି ସେ ସମସ୍ତ ତଥ୍ୟ ରଖିବେ । ହେଲେ ଭୁବନେଶ୍ଵର ନୁହେଁ ଦିଲ୍ଲୀରେ ହାଜର ପାଇଁ ସେ ଚିଠି ଲେଖିଥିବା ଜଣାପଡିଛି। ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀର ଜିଜିଏମଙ୍କ ସହ ୧୫ ଲକ୍ଷ ଟଙ୍କା କାରବାର ମାମଲାରେ ବିଷ୍ଣୁପଦଙ୍କୁ ସିବିଆଇ ସମନ କରିଛି। ୧୦ ତାରିଖରେ ସମନ ଜାରି […]