କେନ୍ଦ୍ରୀୟ ଡେପୁଟେସନରେ ଗଲେ IAS ନିକୁଞ୍ଜ ଧଳ, ସଂସଦୀୟ ବ୍ୟାପାର ସଚିବ ଭାବେ ମିଳିଲା ନିଯୁକ୍ତ

The Sakala Picture
Published On

ଭୁବନେଶ୍ବର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟରତ ଥିବା ଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ  କେନ୍ଦ୍ର ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି ମିଳିଛି। ଏନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୩ ବ୍ୟାଚ୍‌ର ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ  ଜୁଲାଇ ୧ରୁ ସଂସଦୀୟ ବ୍ୟାପାର ସଚିବ ଭାବେ କାର୍ଯ୍ୟ ଆରମ୍ଭ କରିବେ। ସେପଟେ ପୂର୍ବରୁ କେନ୍ଦ୍ରୀୟ […]

ଭୁବନେଶ୍ବର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟରତ ଥିବା ଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ  କେନ୍ଦ୍ର ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି ମିଳିଛି। ଏନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୩ ବ୍ୟାଚ୍‌ର ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ  ଜୁଲାଇ ୧ରୁ ସଂସଦୀୟ ବ୍ୟାପାର ସଚିବ ଭାବେ କାର୍ଯ୍ୟ ଆରମ୍ଭ କରିବେ।

ଆହୁରି ପଢ଼ନ୍ତୁ: ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି; ୧୦୮ ଗରା ପବିତ୍ର ଜଳରେ ସ୍ନାନ କରି ଦୁର୍ଲଭ ହାତୀବେଶରେ ଦର୍ଶନ ଦେବେ ମର୍ତ୍ତ୍ୟ ବୈକୁଣ୍ଠ ଅଧିପତି

ସେପଟେ ପୂର୍ବରୁ କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୪ ବ୍ୟାଚ୍‌ର ଆଇଏଏସ୍ ସନ୍ତୋଷ ଷଡ଼ଙ୍ଗୀଙ୍କୁ ନୂଆ ଦାୟିତ୍ବ ମିଳିଛି। ସେ ନ୍ୟୁ ଆଣ୍ଡ ରିନ୍ୟୁବଲ୍‌ ଏନର୍ଜୀ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଏଥି ସହିତ ରଞ୍ଜନା ଚୋପ୍ରାଙ୍କୁ ସଂସ୍କୃତି ମନ୍ତ୍ରାଳୟର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ମିଳିଛି।

ଆହୁରି ପଢ଼ନ୍ତୁ: ଜୁଲାଇ ୧ରୁ ଓଡ଼ିଶାର ସମସ୍ତ ସରକାରୀ ସ୍କୁଲରେ ଗଠନ ହେବ ନୂଆ ପରିଚାଳନା କମିଟି

18 Apr 2025 By The Sakala

କେନ୍ଦ୍ରୀୟ ଡେପୁଟେସନରେ ଗଲେ IAS ନିକୁଞ୍ଜ ଧଳ, ସଂସଦୀୟ ବ୍ୟାପାର ସଚିବ ଭାବେ ମିଳିଲା ନିଯୁକ୍ତ

ଭୁବନେଶ୍ବର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟରତ ଥିବା ଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ  କେନ୍ଦ୍ର ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି ମିଳିଛି। ଏନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୩ ବ୍ୟାଚ୍‌ର ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ  ଜୁଲାଇ ୧ରୁ ସଂସଦୀୟ ବ୍ୟାପାର ସଚିବ ଭାବେ କାର୍ଯ୍ୟ ଆରମ୍ଭ କରିବେ।

ସେପଟେ ପୂର୍ବରୁ କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୪ ବ୍ୟାଚ୍‌ର ଆଇଏଏସ୍ ସନ୍ତୋଷ ଷଡ଼ଙ୍ଗୀଙ୍କୁ ନୂଆ ଦାୟିତ୍ବ ମିଳିଛି। ସେ ନ୍ୟୁ ଆଣ୍ଡ ରିନ୍ୟୁବଲ୍‌ ଏନର୍ଜୀ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଏଥି ସହିତ ରଞ୍ଜନା ଚୋପ୍ରାଙ୍କୁ ସଂସ୍କୃତି ମନ୍ତ୍ରାଳୟର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର