ଆଇଏଏସ୍ ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିର ନୂଆ ମୁଖ୍ୟ ପ୍ରଶାସକ

The Sakala Picture
Published On

ଭୁବନେଶ୍ୱର: ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆଇଏଏସ୍ ଅଫିସର ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିର ନୂଆ ମୁଖ୍ୟ ପ୍ରଶାସକ । ବର୍ତ୍ତମାନର ଦାୟିତ୍ୱ ସହିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଏ ନେଇ ଆଇନ୍ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି । ତେବେ ୧୯୯୬ ମସିହାର ଏହି ଆଇଏଏସ୍ ଅଫିସର ପୂର୍ବରୁ ମଧ୍ୟ ଶ୍ରୀମନ୍ଦିର ପ୍ରଶାସନର ଦାୟିତ୍ୱରେ ରହିସାରିଛନ୍ତି । ଆଉ […]

ଭୁବନେଶ୍ୱର: ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆଇଏଏସ୍ ଅଫିସର ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିର ନୂଆ ମୁଖ୍ୟ ପ୍ରଶାସକ । ବର୍ତ୍ତମାନର ଦାୟିତ୍ୱ ସହିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଏ ନେଇ ଆଇନ୍ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି । ତେବେ ୧୯୯୬ ମସିହାର ଏହି ଆଇଏଏସ୍ ଅଫିସର ପୂର୍ବରୁ ମଧ୍ୟ ଶ୍ରୀମନ୍ଦିର ପ୍ରଶାସନର ଦାୟିତ୍ୱରେ ରହିସାରିଛନ୍ତି । ଆଉ ଏବେ ତାଙ୍କୁ ପୁଣିଥରେ ସେହି ସମାନ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

Image

ଆହୁରି ପଢ଼ନ୍ତୁ: ବଲାଙ୍ଗୀରରେ ପୋଖରୀ ପୁନରୁଦ୍ଧାର କାମକୁ ନେଇ ବିଜେଡି-କଂଗ୍ରେସ ମୁହାମୁହିଁ

08 Apr 2024 By The Sakala

ଆଇଏଏସ୍ ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିର ନୂଆ ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର: ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆଇଏଏସ୍ ଅଫିସର ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିର ନୂଆ ମୁଖ୍ୟ ପ୍ରଶାସକ । ବର୍ତ୍ତମାନର ଦାୟିତ୍ୱ ସହିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଏ ନେଇ ଆଇନ୍ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି । ତେବେ ୧୯୯୬ ମସିହାର ଏହି ଆଇଏଏସ୍ ଅଫିସର ପୂର୍ବରୁ ମଧ୍ୟ ଶ୍ରୀମନ୍ଦିର ପ୍ରଶାସନର ଦାୟିତ୍ୱରେ ରହିସାରିଛନ୍ତି । ଆଉ ଏବେ ତାଙ୍କୁ ପୁଣିଥରେ ସେହି ସମାନ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର ।

Image

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର