ଛତିଶଗଡ଼ ବିଜାପୁରରେ ଆଇଇଡି ବିସ୍ଫୋରଣ, ୫ ଯବାନ୍ ଆହତ

The Sakala Picture
Published On

ମାଲକାନଗିରି:ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁରରେ ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ । ଟେରାମ୍‌- ଗୁଡୁମ୍‌ ଗାଁ ଜଙ୍ଗଲରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡିଛି । ଆହତ ସିଆରପିଫ୍‌ ଯବାନଙ୍କୁ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଯବାନଙ୍କୁ ଟାର୍ଗେଟ କରି ମାଓବାଦୀ ଆଇଇଡି ଖଞ୍ଜିଥିବା ଜଣାପଡିଛି । ପୁଲିସ ଦ୍ବାରା ଜାରି ସୂଚନାନୁସାରେ ଆଜି ସକାଳ ଭୋର ସମୟରେ ଚିନ୍ନାଗେଲୁର ସିଆରପିଏଫ୍ କ୍ୟାମ୍ପରୁ ଯବାନମାନେ ଏରିଆ ଡୋମିନେସନ ପାଇଁ ଯାଇଥିଲେ। ଅପରେସନ ଚାଲିଥିବା ବେଳେ […]

ମାଲକାନଗିରି:ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁରରେ ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ । ଟେରାମ୍‌- ଗୁଡୁମ୍‌ ଗାଁ ଜଙ୍ଗଲରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡିଛି । ଆହତ ସିଆରପିଫ୍‌ ଯବାନଙ୍କୁ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଯବାନଙ୍କୁ ଟାର୍ଗେଟ କରି ମାଓବାଦୀ ଆଇଇଡି ଖଞ୍ଜିଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଯକୃତ ଦାନ କରି ଅମର ହୋଇଗଲେ ମହିଳା ଡାକ୍ତର; ନୂତନ ଜୀବନ ପାଇଲେ ୪୬ ବର୍ଷୀୟ ବ୍ୟକ୍ତି

ପୁଲିସ ଦ୍ବାରା ଜାରି ସୂଚନାନୁସାରେ ଆଜି ସକାଳ ଭୋର ସମୟରେ ଚିନ୍ନାଗେଲୁର ସିଆରପିଏଫ୍ କ୍ୟାମ୍ପରୁ ଯବାନମାନେ ଏରିଆ ଡୋମିନେସନ ପାଇଁ ଯାଇଥିଲେ। ଅପରେସନ ଚାଲିଥିବା ବେଳେ ପୂର୍ବରୁ ନକ୍ସଲମାନେ ଖଞ୍ଜିଥିବା ଆଇଇଡି ବିସ୍ଫୋରଣ ଘଟିଥିଲା ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟର ଲିଷ୍ଟରୁ ୯.୮ ଲକ୍ଷ ଭୋଟର୍ ବାଦ୍ ପଡ଼ିବା ପ୍ରସଙ୍ଗ: ସିଇଓଙ୍କ ଅଫିସ ଆଗରେ ବିଜେଡିର ପ୍ରତିବାଦ

ସୂଚନାଯୋଗ୍ୟ ଯେ ନକ୍ସଲମାନଙ୍କ ଦ୍ବାରା ଖଞ୍ଜା ଯାଇଥିବା ଆଇଇଡି ସଂସ୍ପର୍ଶରେ କେବଳ ପୁଲିସ କିମ୍ବା ସୁରକ୍ଷାବାହିନୀର ଯବାନଙ୍କୁ କ୍ଷତି ହେଉନାହିଁ ବଂର ସାଧାରଣ ଲୋକ ମଧ୍ୟ ଏହାର ଶିକାର ହେଉଛନ୍ତି। ପୁଲିସ ଅଧିକାରୀଙ୍କ ଦ୍ବାରା କୁହାଯାଉଛି ଯେ ଆହତ ଯବାନମାନଙ୍କୁ ପ୍ରାଥମିକ ଉପଚାର ପରେ ଉଚିତ ଚିକିତ୍ସା ନିମନ୍ତେ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ବ୍ଲକସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ସାନଅଁଳକୁ ହରାଇ ଚାମ୍ପିୟନ ହେଲା ତିଛିଣି ତ୍ରିଲୋଚନେଶ୍ୱର ଟିମ୍

29 Sep 2024 By The Sakala

ଛତିଶଗଡ଼ ବିଜାପୁରରେ ଆଇଇଡି ବିସ୍ଫୋରଣ, ୫ ଯବାନ୍ ଆହତ

ମାଲକାନଗିରି:ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁରରେ ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ । ଟେରାମ୍‌- ଗୁଡୁମ୍‌ ଗାଁ ଜଙ୍ଗଲରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡିଛି । ଆହତ ସିଆରପିଫ୍‌ ଯବାନଙ୍କୁ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଯବାନଙ୍କୁ ଟାର୍ଗେଟ କରି ମାଓବାଦୀ ଆଇଇଡି ଖଞ୍ଜିଥିବା ଜଣାପଡିଛି ।

ପୁଲିସ ଦ୍ବାରା ଜାରି ସୂଚନାନୁସାରେ ଆଜି ସକାଳ ଭୋର ସମୟରେ ଚିନ୍ନାଗେଲୁର ସିଆରପିଏଫ୍ କ୍ୟାମ୍ପରୁ ଯବାନମାନେ ଏରିଆ ଡୋମିନେସନ ପାଇଁ ଯାଇଥିଲେ। ଅପରେସନ ଚାଲିଥିବା ବେଳେ ପୂର୍ବରୁ ନକ୍ସଲମାନେ ଖଞ୍ଜିଥିବା ଆଇଇଡି ବିସ୍ଫୋରଣ ଘଟିଥିଲା ।

ସୂଚନାଯୋଗ୍ୟ ଯେ ନକ୍ସଲମାନଙ୍କ ଦ୍ବାରା ଖଞ୍ଜା ଯାଇଥିବା ଆଇଇଡି ସଂସ୍ପର୍ଶରେ କେବଳ ପୁଲିସ କିମ୍ବା ସୁରକ୍ଷାବାହିନୀର ଯବାନଙ୍କୁ କ୍ଷତି ହେଉନାହିଁ ବଂର ସାଧାରଣ ଲୋକ ମଧ୍ୟ ଏହାର ଶିକାର ହେଉଛନ୍ତି। ପୁଲିସ ଅଧିକାରୀଙ୍କ ଦ୍ବାରା କୁହାଯାଉଛି ଯେ ଆହତ ଯବାନମାନଙ୍କୁ ପ୍ରାଥମିକ ଉପଚାର ପରେ ଉଚିତ ଚିକିତ୍ସା ନିମନ୍ତେ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର