ଆଇଏଫ୍‍ଏସ୍‍ ସ୍ତରରେ ଅଦଳବଦଳ

The Sakala Picture
Published On

ଭୁବନେଶ୍ୱର : ମଙ୍ଗଳବାର ରାଜ୍ୟ ସରକାର ଆଇଏଫଏସ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ ୧୯୮୯ ବ୍ୟାଚର ଆଇଏଫଏସ ତଥା ରାଜ୍ୟ ପରିବେଶ ବିଭାଗର ନିର୍ଦ୍ଦେଶକ ସୁଶାନ୍ତ ନନ୍ଦଙ୍କୁ ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ(ନୋଡାଲ) ଭାବେ ବଦଳି କରାଯାଇଛି। ଏହାସହ ସେ ପୂର୍ବପରି ଚିଲିକା ଉନ୍ନୟନ କର୍ତ୍ତୃପକ୍ଷର ମୁଖ୍ୟ କାର୍ଯ୍ୟନିର୍ବାହୀ ଏବଂ ସମନ୍ୱିତ ଉପକୂଳ ଜୋନ୍‍ ପରିଚାଳନା ପ୍ରକଳ୍ପ(ଆଇସିଜେଡ୍‍ଏମପି)ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ମେମ୍ବର […]

ଭୁବନେଶ୍ୱର : ମଙ୍ଗଳବାର ରାଜ୍ୟ ସରକାର ଆଇଏଫଏସ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ ୧୯୮୯ ବ୍ୟାଚର ଆଇଏଫଏସ ତଥା ରାଜ୍ୟ ପରିବେଶ ବିଭାଗର ନିର୍ଦ୍ଦେଶକ ସୁଶାନ୍ତ ନନ୍ଦଙ୍କୁ ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ(ନୋଡାଲ) ଭାବେ ବଦଳି କରାଯାଇଛି। ଏହାସହ ସେ ପୂର୍ବପରି ଚିଲିକା ଉନ୍ନୟନ କର୍ତ୍ତୃପକ୍ଷର ମୁଖ୍ୟ କାର୍ଯ୍ୟନିର୍ବାହୀ ଏବଂ ସମନ୍ୱିତ ଉପକୂଳ ଜୋନ୍‍ ପରିଚାଳନା ପ୍ରକଳ୍ପ(ଆଇସିଜେଡ୍‍ଏମପି)ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

ଆହୁରି ପଢ଼ନ୍ତୁ: କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା ପ୍ରକ୍ରିୟା: ଗର୍ଭଗୃହକୁ ଟନେଲ୍‌ ନିର୍ମାଣ ଆରମ୍ଭ, ଉଚ୍ଚସ୍ତରୀୟ ବୈଷୟିକ ଟିମ୍ ଅନୁଧ୍ୟାନ ପରେ କଢ଼ାଯିବ ବାଲି

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ମେମ୍ବର ସେକ୍ରେଟାରୀ ଥିବା ୧୯୯୪ ବ୍ୟାଚର ଆଇଏଫଏସ ଡ. କେ ମୁରୁଗେସନଙ୍କୁ ରାଜ୍ୟ ପରିବେଶ ବିଭାଗର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହାସହ ସେ ନିଜ ପୂର୍ବ ଦାୟିତ୍ୱରେ ରହିବେ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ସେହିପରି ୨୦୦୧ ମସିହାର ଆଇଏଫଏସ ଜି. ରାଜେଶଙ୍କୁ ଓମ୍ବାଡ୍‍ସିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏହାସହ ସେ ପୂର୍ବବତ୍‍ ରାଜ୍ୟ ଖଣି ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇବେ ବୋଲି କୁହାଯାଇଛି

ଆହୁରି ପଢ଼ନ୍ତୁ: ଚାକିରି ଲୋଭ ଦେଖାଇ ଆଦିବାସୀ ଯୁବତୀଙ୍କୁ ଦିଲ୍ଲୀରେ ବିକ୍ରି; ୫ ବର୍ଷ ପରେ ଘରକୁ ଯୋଗାଯୋଗ କଲେ

21 Sep 2022 By The Sakala

ଆଇଏଫ୍‍ଏସ୍‍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ମଙ୍ଗଳବାର ରାଜ୍ୟ ସରକାର ଆଇଏଫଏସ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ ୧୯୮୯ ବ୍ୟାଚର ଆଇଏଫଏସ ତଥା ରାଜ୍ୟ ପରିବେଶ ବିଭାଗର ନିର୍ଦ୍ଦେଶକ ସୁଶାନ୍ତ ନନ୍ଦଙ୍କୁ ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ(ନୋଡାଲ) ଭାବେ ବଦଳି କରାଯାଇଛି। ଏହାସହ ସେ ପୂର୍ବପରି ଚିଲିକା ଉନ୍ନୟନ କର୍ତ୍ତୃପକ୍ଷର ମୁଖ୍ୟ କାର୍ଯ୍ୟନିର୍ବାହୀ ଏବଂ ସମନ୍ୱିତ ଉପକୂଳ ଜୋନ୍‍ ପରିଚାଳନା ପ୍ରକଳ୍ପ(ଆଇସିଜେଡ୍‍ଏମପି)ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ମେମ୍ବର ସେକ୍ରେଟାରୀ ଥିବା ୧୯୯୪ ବ୍ୟାଚର ଆଇଏଫଏସ ଡ. କେ ମୁରୁଗେସନଙ୍କୁ ରାଜ୍ୟ ପରିବେଶ ବିଭାଗର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହାସହ ସେ ନିଜ ପୂର୍ବ ଦାୟିତ୍ୱରେ ରହିବେ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ସେହିପରି ୨୦୦୧ ମସିହାର ଆଇଏଫଏସ ଜି. ରାଜେଶଙ୍କୁ ଓମ୍ବାଡ୍‍ସିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏହାସହ ସେ ପୂର୍ବବତ୍‍ ରାଜ୍ୟ ଖଣି ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇବେ ବୋଲି କୁହାଯାଇଛି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର