ଆଇଏଲଏସ୍ ନିର୍ଦ୍ଦେଶକ ଡା. ଅଜୟ ପରିଡ଼ାଙ୍କ ପରଲୋକ

The Sakala Picture
Published On

ଭୁବନେଶ୍ବର: ଆଇଏଲଏସ୍ (ILS) ନିର୍ଦ୍ଦେଶକ ପଦ୍ମଶ୍ରୀ ଡା. ଅଜୟ ପରିଡାଙ୍କ ପରଲୋକ। ଗୌହାଟୀରେ ଡାକ୍ତର ଅଜୟ ପରିଡାଙ୍କ ପରଲୋକ ଘଟିଛି । ତାଙ୍କ ପରଲୋକ ନେଇ ILS ପକ୍ଷରୁ ସ୍ପଷ୍ଟ କରାଯାଇଛି । ମୃତ୍ୟୁବେଳକୁ ଅଜୟ ପରିଡ଼ାଙ୍କୁ ୫୮ବର୍ଷ ହୋଇଥିବା ଜଣାପଡିଛି । ହୃଦଘାତରେ ତାଙ୍କର ମୃତ୍ଯୁ ଘଟିଥିବା ସୂଚନା। ସୂଚନା ଅନୁଯାୟୀ, ଅଜୟ ପରିଡ଼ା ଗୌହାଟୀରେ ଚାଲିଥିବା ଏକ ପ୍ରେସ୍‌ କନ୍‌ଫରେନ୍ସରେ ଯୋଗ ଦେବାକୁ ଯାଇଥିଲେ । ହେଲେ ସେଠାରେ ତାଙ୍କର ହୃଦଘାତରେ ଦେହାନ୍ତ ହୋଇଯାଇଛି […]

ଭୁବନେଶ୍ବର: ଆଇଏଲଏସ୍ (ILS) ନିର୍ଦ୍ଦେଶକ ପଦ୍ମଶ୍ରୀ ଡା. ଅଜୟ ପରିଡାଙ୍କ ପରଲୋକ। ଗୌହାଟୀରେ ଡାକ୍ତର ଅଜୟ ପରିଡାଙ୍କ ପରଲୋକ ଘଟିଛି । ତାଙ୍କ ପରଲୋକ ନେଇ ILS ପକ୍ଷରୁ ସ୍ପଷ୍ଟ କରାଯାଇଛି । ମୃତ୍ୟୁବେଳକୁ ଅଜୟ ପରିଡ଼ାଙ୍କୁ ୫୮ବର୍ଷ ହୋଇଥିବା ଜଣାପଡିଛି । ହୃଦଘାତରେ ତାଙ୍କର ମୃତ୍ଯୁ ଘଟିଥିବା ସୂଚନା।

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

ସୂଚନା ଅନୁଯାୟୀ, ଅଜୟ ପରିଡ଼ା ଗୌହାଟୀରେ ଚାଲିଥିବା ଏକ ପ୍ରେସ୍‌ କନ୍‌ଫରେନ୍ସରେ ଯୋଗ ଦେବାକୁ ଯାଇଥିଲେ । ହେଲେ ସେଠାରେ ତାଙ୍କର ହୃଦଘାତରେ ଦେହାନ୍ତ ହୋଇଯାଇଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ରାଜ୍ୟରେ କୋଭିଡ଼ ମହାମାରୀ ସମୟରେ ILS  ନିର୍ଦ୍ଦେଶକଙ୍କ ପରିଚାଳନା ଏବଂ କରୋନା  ଟେଷ୍ଟିଂରେ ତାଙ୍କ ଭୂମିକା ଥିଲା ବେଶ୍‌ ଗୁରୁତ୍ୱପୂର୍ଣ୍ଣ  ରହିଥିଲା। ଏପିରିକି ରାଜ୍ୟବାସୀଙ୍କୁ କୋଭିଡ଼ ମହାମାରୀ ନେଇ ସବୁବେଳେ ସତର୍କ କରାଉଥିଲେ ଅଜୟ ପରିଡ଼ା ।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର