ଭୁବନେଶ୍ୱର ସବୁ ଥାନାରୁ ହଟିବ ଜବତ ଅବ୍ୟହୃତ ଓ ଅଚଳ ଗାଡ଼ି

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱର ସବୁ ଥାନାରୁ ଜବତ ଅବ୍ୟହୃତ ଓ ଅଚଳ ଗାଡ଼ି ହଟିବ। ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ ଏହି ସୂଚନା ଦେଇଛନ୍ତି। ଜବତ ଗାଡ଼ି ପଡ଼ି ରହିବା ଯୋଗୁ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେଉଛି। ଗାଡ଼ି ହଟିଲେ ଜାଗା ସଫା ହେବ, ରାଜସ୍ବ ବଢିବ ବୋଲି ସେ କହିଛନ୍ତି। ଏନେଇ ପୋଲିସ କମିଶନରଙ୍କୁ ଭୁବନେଶ୍ୱର ମହାନଗର ନିଗମ ଚିଠି କରିବ।

ଆହୁରି ପଢ଼ନ୍ତୁ: ଟି-୨୦ ବିଶ୍ୱକପ: ପାକିସ୍ତାନର ଭାରତ ବିପକ୍ଷ ମ୍ୟାଚ ବର୍ଜନ ନିଷ୍ପତ୍ତି, ଆଇସିସିକୁ ସମର୍ଥନ କଲା ବିସିସିଆଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp