୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୬୮ କରୋନା ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ପୁଣି ଡରାଇବା ଆରମ୍ଭ କଲାଣି କରୋନା । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଗତ କିଛି ଦିନ ହେବ ଉପର ତଳ ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ କରୋନା ସକ୍ରିୟ ମାମଲା ୧୬୭୦କୁ ବୃଦ୍ଧି ପାଇଛି। ସେହିପରି ଦେଶରେ ଆଜି ୯ ହଜାର ୧୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦଶରେ […]

ଭୁବନେଶ୍ବର: ପୁଣି ଡରାଇବା ଆରମ୍ଭ କଲାଣି କରୋନା । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଗତ କିଛି ଦିନ ହେବ ଉପର ତଳ ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ କରୋନା ସକ୍ରିୟ ମାମଲା ୧୬୭୦କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ସେହିପରି ଦେଶରେ ଆଜି ୯ ହଜାର ୧୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦଶରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୦, ୩୧୩ କୁ ବୃଦ୍ଧି ହୋଇଛି।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର