ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ଛତିଶଗଡ ବିଜାପୁରରେ ଯବାନ ଓ ମାଓବାଦୀ ଗୁଳିବିନିମୟ, ୫ ଯବାନ ସହିଦ

The Sakala Picture
Published On

ମାଲକାନଗିରି: ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି  । ମାଓବାଦୀଙ୍କ ଗୁଳିରେ ୫ ଜଣ ଯବାନ ସହିଦ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ବିଜାପୁର ଜିଲ୍ଲାର ସିଲେଗୁର ଜଙ୍ଗଲରେ ମାଓବାଦୀ ମାନେ କ୍ୟାମ୍ପ୍‌ କରି ରହିଥିବା ଗୁଇନ୍ଦା ସୂଚନା ମିଳିବା ପରେ ଡିଆରଜି ଓ ସିଆରପିଏଫର ଯବାନ ମାନେ ମିଳିତ ଭାବେ କମ୍ବିଙ୍ଗ ଅପରେସନ ଆରମ୍ଭ କରିଥିଲେ।। ଜବାନଙ୍କୁ ଦେଖି ମାଓବାଦୀ ମାନେ ଗୁଳି ଚାଳନା କରିବା ପରେ ଯବାନମାନେ […]

ମାଲକାନଗିରି: ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି  । ମାଓବାଦୀଙ୍କ ଗୁଳିରେ ୫ ଜଣ ଯବାନ ସହିଦ ହୋଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଲଭ, ସେକ୍ସ, ଧୋକା ଅଭିଯୋଗରେ ଓଡିଆ ଅଭିନେତା ଗିରଫ, ବିବାହର ପ୍ରତିଶ୍ରୁତି ଦେଇ ରଖିଥିଲେ ଶାରୀରିକ ସମ୍ପର୍କ

ସୂଚନା ଅନୁଯାୟୀ, ବିଜାପୁର ଜିଲ୍ଲାର ସିଲେଗୁର ଜଙ୍ଗଲରେ ମାଓବାଦୀ ମାନେ କ୍ୟାମ୍ପ୍‌ କରି ରହିଥିବା ଗୁଇନ୍ଦା ସୂଚନା ମିଳିବା ପରେ ଡିଆରଜି ଓ ସିଆରପିଏଫର ଯବାନ ମାନେ ମିଳିତ ଭାବେ କମ୍ବିଙ୍ଗ ଅପରେସନ ଆରମ୍ଭ କରିଥିଲେ।। ଜବାନଙ୍କୁ ଦେଖି ମାଓବାଦୀ ମାନେ ଗୁଳି ଚାଳନା କରିବା ପରେ ଯବାନମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ । ଘଟଣାରେ ଡିଆରଜି ବାହିନୀର ୪ ଜଣ ଓ ସିଆରପିଏଫର ଜଣେ ଯବାନ ଆହତ ହୋଇଥିବା । ସେମାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ୫ ଜଣ ଯବାନ ସହିଦ ହୋଇଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ମଧ୍ୟ ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ RWSS ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ

୩ ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ସିଲେଗୁର ଜଙ୍ଗଲରେ ଏନକାଉଣ୍ଟର ଚାଲିଛି କିନ୍ତୁ ବର୍ତମାନ ସୁଦ୍ଧା ମଧ୍ୟ ଯବାନଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରା ଯାଉଥିବା ବେଳେ ତାହା ବିଫଳ ହୋଇଥିବା ନେଇ ସୂଚନା ଦେିଛନ୍ତି ବିଜାପୁର ଏସପି କମୋଲ ଲୋଚନ କାଶ୍ୟପ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ 'ଗୁଣ୍ଡାରାଜ': ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ

03 Apr 2021 By The Sakala

ଛତିଶଗଡ ବିଜାପୁରରେ ଯବାନ ଓ ମାଓବାଦୀ ଗୁଳିବିନିମୟ, ୫ ଯବାନ ସହିଦ

ମାଲକାନଗିରି: ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି  । ମାଓବାଦୀଙ୍କ ଗୁଳିରେ ୫ ଜଣ ଯବାନ ସହିଦ ହୋଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ବିଜାପୁର ଜିଲ୍ଲାର ସିଲେଗୁର ଜଙ୍ଗଲରେ ମାଓବାଦୀ ମାନେ କ୍ୟାମ୍ପ୍‌ କରି ରହିଥିବା ଗୁଇନ୍ଦା ସୂଚନା ମିଳିବା ପରେ ଡିଆରଜି ଓ ସିଆରପିଏଫର ଯବାନ ମାନେ ମିଳିତ ଭାବେ କମ୍ବିଙ୍ଗ ଅପରେସନ ଆରମ୍ଭ କରିଥିଲେ।। ଜବାନଙ୍କୁ ଦେଖି ମାଓବାଦୀ ମାନେ ଗୁଳି ଚାଳନା କରିବା ପରେ ଯବାନମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ । ଘଟଣାରେ ଡିଆରଜି ବାହିନୀର ୪ ଜଣ ଓ ସିଆରପିଏଫର ଜଣେ ଯବାନ ଆହତ ହୋଇଥିବା । ସେମାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ୫ ଜଣ ଯବାନ ସହିଦ ହୋଇଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ମଧ୍ୟ ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିବା ଜଣାପଡିଛି ।

୩ ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ସିଲେଗୁର ଜଙ୍ଗଲରେ ଏନକାଉଣ୍ଟର ଚାଲିଛି କିନ୍ତୁ ବର୍ତମାନ ସୁଦ୍ଧା ମଧ୍ୟ ଯବାନଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରା ଯାଉଥିବା ବେଳେ ତାହା ବିଫଳ ହୋଇଥିବା ନେଇ ସୂଚନା ଦେିଛନ୍ତି ବିଜାପୁର ଏସପି କମୋଲ ଲୋଚନ କାଶ୍ୟପ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର