ରାଜ୍ୟରେ ଦିନେ ଦୁଇ ଦିନ ମଧ୍ୟରେ ୪୦ ଡିଗ୍ରୀ ଛୁଇଁବ ତାତି

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଦିନେ ଦୁଇ ଦିନ ମଧ୍ୟରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା । ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।  ଟାଣ ଖରା ସହ ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ବହୁଛି ଗରମ ଶୁଷ୍କ ପବନ। ଏହାରି ପ୍ରଭାବରେ ଦିନକୁ ଦିନ ଉପରମୁହାଁ ହେଉଛି ପାରଦ। ଗତକାଲି ଝାରସୁଗୁଡା ଦେଶର ଷଷ୍ଠ ଉତ୍ତପ୍ତ ସହର ଭାବରେ କରିଥିଲା ରେକର୍ଡ। ୩୯ ଡିଗ୍ରୀ […]

ଭୁବନେଶ୍ବର: ରାଜ୍ୟରେ ଦିନେ ଦୁଇ ଦିନ ମଧ୍ୟରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା । ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।  ଟାଣ ଖରା ସହ ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ବହୁଛି ଗରମ ଶୁଷ୍କ ପବନ। ଏହାରି ପ୍ରଭାବରେ ଦିନକୁ ଦିନ ଉପରମୁହାଁ ହେଉଛି ପାରଦ।

ଆହୁରି ପଢ଼ନ୍ତୁ: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

ଗତକାଲି ଝାରସୁଗୁଡା ଦେଶର ଷଷ୍ଠ ଉତ୍ତପ୍ତ ସହର ଭାବରେ କରିଥିଲା ରେକର୍ଡ। ୩୯ ଡିଗ୍ରୀ ତାପମାତ୍ରା ସହ ଓଡ଼ିଶାର ସବୁଠୁ ଉତ୍ତପ୍ତ ସହର ହୋଇଥିଲା ଝାରସୁଗୁଡ଼ା । ପଶ୍ଚିମ ଓଡ଼ିଶାରେ ଏବେ ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ଅଧିକ ରହିଛି ତାତ॥ ଆସନ୍ତା ଦୁଇ ଦିନ ପରେ ପୁଣି ୨ ରୁ ୩ ଡିଗ୍ରୀ ତାତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ମାର୍ଚ୍ଚ ମାସରେ ସ୍ବାଭାବିକ ଠାରୁ ଅଧିକ ଦିନ ହେବ ଗ୍ରୀଷ୍ମପ୍ରବା॥ପଶ୍ଚିମ ଓଡିଶା ସମେତ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ଯ ତାତି ବଢିବ ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

05 Mar 2025 By The Sakala

ରାଜ୍ୟରେ ଦିନେ ଦୁଇ ଦିନ ମଧ୍ୟରେ ୪୦ ଡିଗ୍ରୀ ଛୁଇଁବ ତାତି

ଭୁବନେଶ୍ବର: ରାଜ୍ୟରେ ଦିନେ ଦୁଇ ଦିନ ମଧ୍ୟରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା । ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।  ଟାଣ ଖରା ସହ ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ବହୁଛି ଗରମ ଶୁଷ୍କ ପବନ। ଏହାରି ପ୍ରଭାବରେ ଦିନକୁ ଦିନ ଉପରମୁହାଁ ହେଉଛି ପାରଦ।

ଗତକାଲି ଝାରସୁଗୁଡା ଦେଶର ଷଷ୍ଠ ଉତ୍ତପ୍ତ ସହର ଭାବରେ କରିଥିଲା ରେକର୍ଡ। ୩୯ ଡିଗ୍ରୀ ତାପମାତ୍ରା ସହ ଓଡ଼ିଶାର ସବୁଠୁ ଉତ୍ତପ୍ତ ସହର ହୋଇଥିଲା ଝାରସୁଗୁଡ଼ା । ପଶ୍ଚିମ ଓଡ଼ିଶାରେ ଏବେ ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ଅଧିକ ରହିଛି ତାତ॥ ଆସନ୍ତା ଦୁଇ ଦିନ ପରେ ପୁଣି ୨ ରୁ ୩ ଡିଗ୍ରୀ ତାତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ମାର୍ଚ୍ଚ ମାସରେ ସ୍ବାଭାବିକ ଠାରୁ ଅଧିକ ଦିନ ହେବ ଗ୍ରୀଷ୍ମପ୍ରବା॥ପଶ୍ଚିମ ଓଡିଶା ସମେତ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ଯ ତାତି ବଢିବ ଆକଳନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର