ଦିନ ଦ୍ବିପ୍ରହରରେ ରାଜଧାନୀରେ ୨ଜଣ ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୃତ୍ତ

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ବର ମାଷ୍ଟରକ୍ଯାଣ୍ଟିନ ଛକ ନିକଟରେ ସୋମବାର ଦିନ ଦ୍ବିପ୍ରହରରେ ଅଭାବନୀୟ ଘଟଣା ଘଟିଛି।  ୨ଜଣଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ଦୁର୍ବୃତ୍ତ । ତେବେ କାହିଁକି ଦୁର୍ବୃତ୍ତମାନେ ଏପରି କାଣ୍ଡ ଘଟାଇଛନ୍ତି ଏହାର କାରଣ ଜଣାପଡ଼ି ନାହିଁ। ଖବର ପାଇ ଖାରବେଳ ଥାନା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ୨ଜଣଙ୍କୁ  ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। 

ଆହୁରି ପଢ଼ନ୍ତୁ: ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର