ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧୨୯ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୭୨ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୮୦୮୬୬ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧୨୯ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୭୨ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୮୦୮୬୬ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୩୮୮ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ଅନୁଗୁଳରୁ ୫୫ , ବାଲେଶ୍ୱରରୁ ୭୨ , ବରଗଡ଼ ୮ , ଭଦ୍ରକ ୬୦ , ବଲାଙ୍ଗୀର ୪ , ବୌଦ୍ଧ ୪ , କଟକ ୧୩୫ , ଦେବଗଡ଼ ୮ , ଢେଙ୍କାନାଳ ୭ , ଗଞ୍ଜାମ ୨ , ଜଗତସିଂହପୁର ୬୩ , ଯାଜପୁର ୪୮ , ଝାରସୁଗୁଡ଼ା ୬ , କଳାହାଣ୍ଡି ୧ , କନ୍ଧମାଳ ୪ , କେନ୍ଦ୍ରାପଡ଼ା ୬୬ , କେନ୍ଦୁଝର ୮ , କୋରାପୁଟ ୨ , ମାଲକାନଗିରି ୪ , ମୟୂରଭଞ୍ଜ ୨୦ , ନବରଙ୍ଗପୁର ୫ , ନୟାଗଡ଼ ୨୦ , ନୂଆପଡ଼ା ୩ , ପୁରୀ ୪୮ , ରାୟଗଡ଼ା ୬ , ସମ୍ୱଲପୁର ୧ , ସୋନପୁର ୫ , ସୁନ୍ଦରଗଡ଼ ୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର