ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୬୪୮ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬୪୮ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫୫ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୯୩ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୫୯୭୪ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬୪୮ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫୫ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୯୩ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୫୯୭୪ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୨୩୦ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ୭୦ କୋଟି ଟଙ୍କା ଠକେଇ ଅଭିଯୋଗ: ଟ୍ରେଡିଂ କମ୍ପାନୀର ଓଡ଼ିଶା ମୁଖ୍ୟ ଈଶ୍ୱର ବନ୍ଧାଣୀଙ୍କ ବାସଭବନରେ ଇଡି ଚଢ଼ାଉ

ଅନୁଗୁଳରୁ ୮୯ , ବାଲେଶ୍ୱରରୁ ୮୩ , ବରଗଡ଼ ୧୭ , ଭଦ୍ରକ ୭୭ , ବଲାଙ୍ଗୀର ୧ , ବୌଦ୍ଧ ୫ , କଟକ ୩୩୫ , ଦେବଗଡ଼ ୧ , ଢେଙ୍କାନାଳ ୫୪ , ଗଜପତି ୫ , ଗଞ୍ଜାମ ୧୧ , ଜଗତସିଂହପୁର ୧୧୨ , ଯାଜପୁର ୧୧୩ , ଝାରସୁଗୁଡ଼ା ୯ , କଳାହାଣ୍ଡି ୧୧ , କନ୍ଧମାଳ ୧୫ , କେନ୍ଦ୍ରାପଡ଼ା ୫୦ , କେନ୍ଦୁଝର ୨୧ , କୋରାପୁଟ ୬ , ମାଲକାନଗିରି ୩୫ , ମୟୂରଭଞ୍ଜ ୭୭ , ନବରଙ୍ଗପୁର ୧୨ , ନୟାଗଡ଼ ୭୩ , ନୂଆପଡ଼ା ୭ , ପୁରୀ ୬୭ , ରାୟଗଡ଼ା ୨୧ , ସମ୍ୱଲପୁର ୨୪ , ସୋନପୁର ୧୦ , ସୁନ୍ଦରଗଡ଼ ୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଅର୍ଣ୍ଣବ ଓ ମୁରାସୁ ପରେ ନଭେମ୍ବର ୧୩ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର