ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୨୦୮୫ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୦୮୫ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯୮ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୮୭ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୮୦୫୯ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୦୮୫ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯୮ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୮୭ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୮୦୫୯ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୫୨୮ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ଅନୁଗୁଳରୁ ୭୩ , ବାଲେଶ୍ୱରରୁ ୧୧୩ , ବରଗଡ଼ ୧୫ , ଭଦ୍ରକ ୧୭୩ , ବଲାଙ୍ଗୀର ୭ , ବୌଦ୍ଧ ୩ , କଟକ ୨୧୦ , ଦେବଗଡ଼ ୪ , ଢେଙ୍କାନାଳ ୪୧ , ଗଜପତି ୧୯ , ଗଞ୍ଜାମ ୧୪ , ଜଗତସିଂହପୁର ୧୦୮ , ଯାଜପୁର ୧୩୨ , ଝାରସୁଗୁଡ଼ା ୨ , କଳାହାଣ୍ଡି ୧୦ , କନ୍ଧମାଳ ୧୮ , କେନ୍ଦ୍ରାପଡ଼ା ୯୪ , କେନ୍ଦୁଝର ୨୪ , କୋରାପୁଟ ୧୬ , ମାଲକାନଗିରି ୧୯ , ମୟୂରଭଞ୍ଜ ୮୪ , ନବରଙ୍ଗପୁର ୧୮ , ନୟାଗଡ଼ ୬୦ , ନୂଆପଡ଼ା ୫ , ପୁରୀ ୧୦୬ , ରାୟଗଡ଼ା ୧୪ , ସମ୍ୱଲପୁର ୩୬ , ସୋନପୁର ୪ , ସୁନ୍ଦରଗଡ଼ ୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର