By
The Sakala
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୧୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ […]
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୧୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
About The Author: The Sakala