ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୬୦୧୯ ପଜିଟିଭ

The Sakala Picture
Published On

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୩୯୭ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୬୨୨ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୩୨୨୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୭୯୬ […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୩୯୭ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୬୨୨ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୩୨୨୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୭୯୬ ସଂକ୍ରମିତ । ସେହିଭଳି କଟକରୁ ୫୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ 406 ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ନିର୍ବାଚନୀ ପ୍ରତିଶ୍ରୁତିକୁ ପାଳନ କରିବା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଚରମ ବିଫଳତା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ

ଅନୁଗୁଳରୁ ୩୩୫, ବାଲେଶ୍ୱରରୁ ୨୮୬, ବରଗଡ଼ ୧୨୨, ଭଦ୍ରକ ୨୬୨, ବଲାଙ୍ଗୀର ୬୬ , ବୌଦ୍ଧ ୭୯, କଟକ ୫୩୧, ଦେବଗଡ଼ ୨୪, ଢେଙ୍କାନାଳ ୨୯୧, ଗଜପତି ୩୪, ଗଞ୍ଜାମ ୭୩, ଜଗତସିଂହପୁର ୧୯୬, ଯାଜପୁର ୪୦୬, ଝାରସୁଗୁଡ଼ା ୪୧, କଳାହାଣ୍ଡି ୭୦ , କନ୍ଧମାଳ ୭୬, କେନ୍ଦ୍ରାପଡ଼ା ୨୧୮, କେନ୍ଦୁଝର ୧୨୦, କୋରାପୁଟ ୧୪୨, ମାଲକାନଗିରି ୮୫ , ମୟୂରଭଞ୍ଜ ୩୩୩, ନବରଙ୍ଗପୁର ୧୫୧, ନୟାଗଡ଼ ୧୯୧, ନୂଆପଡ଼ା ୨୩, ପୁରୀ ୩୨୪, ରାୟଗଡ଼ା ୧୦୮, ସମ୍ୱଲପୁର ୧୩୧, ସୋନପୁର ୬୫, ସୁନ୍ଦରଗଡ଼ ୨୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଫେବୃୟାରୀ ୧୨ତାରିଖରେ ହେବାକୁ ଥିବା ସର୍ବଭାରତୀୟ ଧର୍ମଘଟକୁ ବିଜୁ ଶ୍ରମିକ ସାମୁଖ୍ୟର ସମର୍ଥନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp