ରାଜ୍ୟରେ ଦୈନିକ ସଂକ୍ରମଣ ୮ଶହ ପାର୍‌, ଗତ ୨୪ ଘଣ୍ଟାରେ ୮୦୪ ଜଣ ପଜିଟିଭ ଚିହ୍ନଟ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଗତକାଲି ପରି ଆଜି ମଧ୍ୟ ସଂକ୍ରମଣ ୮ ଶହ ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ […]

ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଗତକାଲି ପରି ଆଜି ମଧ୍ୟ ସଂକ୍ରମଣ ୮ ଶହ ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭୧ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଖରାରୁ ମିଳିଲା ଆଶ୍ବସ୍ତି, ଆଜି ରାଜ୍ୟର ୯ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ସମ୍ଭାବନା

14 Jul 2022 By The Sakala

ରାଜ୍ୟରେ ଦୈନିକ ସଂକ୍ରମଣ ୮ଶହ ପାର୍‌, ଗତ ୨୪ ଘଣ୍ଟାରେ ୮୦୪ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଗତକାଲି ପରି ଆଜି ମଧ୍ୟ ସଂକ୍ରମଣ ୮ ଶହ ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭୧ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର