ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୯୯୩ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯୯୩ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୮ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୧୫ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯୫୪୩୩ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯୯୩ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୮ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୧୫ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯୫୪୩୩ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୪୧୯ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ଅନୁଗୁଳରୁ ୧୮ , ବାଲେଶ୍ୱରରୁ ୩୦ , ବରଗଡ଼ ୧୦ , ଭଦ୍ରକ ୧୨ , ବଲାଙ୍ଗୀର ୧୩ , ବୌଦ୍ଧ ୧ , କଟକ ୯୫, ଦେବଗଡ଼ ୪, ଢେଙ୍କାନାଳ ୩୨ , ଗଜପତି ୧ , ଗଞ୍ଜାମ ୫ , ଜଗତସିଂହପୁର ୫୧ , ଯାଜପୁର ୬୦ , ଝାରସୁଗୁଡ଼ା ୨ , କଳାହାଣ୍ଡି ୧ , କନ୍ଧମାଳ ୭ , କେନ୍ଦ୍ରାପଡ଼ା ୧୫ , କେନ୍ଦୁଝର ୧୦ , କୋରାପୁଟ ୧ , ମାଲକାନଗିରି ୧ , ମୟୂରଭଞ୍ଜ ୪୨ , ନବରଙ୍ଗପୁର ୧ , ନୟାଗଡ଼ ୧୬ , ନୂଆପଡ଼ା ୧ , ପୁରୀ ୨୫ , ରାୟଗଡ଼ା ୩ , ସମ୍ୱଲପୁର ୧୧ , ସୋନପୁର ୫ , ସୁନ୍ଦରଗଡ଼ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର