ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୯୩୦ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୯୩୦ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୧୩ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୪୩୬୭୫ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୯୩୦ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୧୩ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୪୩୬୭୫ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୪୩୧ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ଅନୁଗୁଳରୁ ୫୦ , ବାଲେଶ୍ୱରରୁ ୧୩୪ , ବରଗଡ଼ ୧୨ , ଭଦ୍ରକ ୯୮ , ବଲାଙ୍ଗୀର ୧ , ବୌଦ୍ଧ ୩ , କଟକ ୨୨୦ , ଦେବଗଡ଼ ୮ , ଢେଙ୍କାନାଳ ୬୨ , ଗଜପତି ୪ , ଗଞ୍ଜାମ ୧୭ , ଜଗତସିଂହପୁର ୭୫ , ଯାଜପୁର ୧୨୫ , ଝାରସୁଗୁଡ଼ା ୧୬ , କଳାହାଣ୍ଡି ୭ , କନ୍ଧମାଳ ୨୭ , କେନ୍ଦ୍ରାପଡ଼ା ୧୨୩ , କେନ୍ଦୁଝର ୪୮ , କୋରାପୁଟ ୧୪ , ମାଲକାନଗିରି ୨୮ , ମୟୂରଭଞ୍ଜ ୯୮ , ନବରଙ୍ଗପୁର ୫ , ନୟାଗଡ଼ ୫୮ , ନୂଆପଡ଼ା ୨ , ପୁରୀ ୨୭ , ରାୟଗଡ଼ା ୩୮ , ସମ୍ୱଲପୁର ୨୫ , ସୋନପୁର ୫ , ସୁନ୍ଦରଗଡ଼ ୯୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର