ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୨୮୦୩ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୮୦୩ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୨୦୬ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୨୪୬୯୯ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୮୦୩ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୨୦୬ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୨୪୬୯୯ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୪୭୫ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ଅନୁଗୁଳରୁ ୯୭ , ବାଲେଶ୍ୱରରୁ ୧୫୫ , ବରଗଡ଼ ୧୭ , ଭଦ୍ରକ ୧୩୧, ବଲାଙ୍ଗୀର ୩ , ବୌଦ୍ଧ ୨୧ , କଟକ ୪୪୧ , ଦେବଗଡ଼ ୯ , ଢେଙ୍କାନାଳ ୬୭, ଗଜପତି ୧୦ , ଗଞ୍ଜାମ ୨୦ , ଜଗତସିଂହପୁର ୧୧୭ , ଯାଜପୁର ୧୫୩ , ଝାରସୁଗୁଡ଼ା ୭ , କଳାହାଣ୍ଡି ୧୫ , କନ୍ଧମାଳ ୨୦ , କେନ୍ଦ୍ରାପଡ଼ା ୧୧୯ , କେନ୍ଦୁଝର ୬୪ , କୋରାପୁଟ ୬୫ , ମାଲକାନଗିରି ୫୫ , ମୟୂରଭଞ୍ଜ ୧୯୩ , ନବରଙ୍ଗପୁର ୧୫ , ନୟାଗଡ଼ ୧୧୫ , ନୂଆପଡ଼ା ୮ , ପୁରୀ ୧୫୪ , ରାୟଗଡ଼ା ୫୪, ସମ୍ୱଲପୁର ୩୨, ସୋନପୁର ୧୮ , ସୁନ୍ଦରଗଡ଼ ୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର