ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୪୯୨ ଜଣ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୦୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୦୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୨୪୮୧ କୁ ବୃଦ୍ଧି ପାଇଥିବା ବେଳେ ୧୨୬୭୧୦୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୬୩୦୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
Covid-19 Report For 19th Feb
New Positive Cases: 492
Of which 0-18 years: 122
In quarantine: 289
Local contacts: 203ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ(Details of local contacts will be shared by concerned District)
1. Angul: 3
2. Balasore: 9
3. Bargarh: 1
4. Bhadrak: 9
5. Balangir: 2
6. Boudh: 3— I & PR Department, Odisha (@IPR_Odisha) February 20, 2022
7. Cuttack: 32
8. Deogarh: 5
9. Dhenkanal: 5
10. Gajapati: 26
11. Ganjam: 2
12. Jagatsinghpur: 4
13. Jajpur: 36
14. Jharsuguda: 11
15. Kalahandi: 3
16. Kandhamal: 9
17. Kendrapada: 12
18. Keonjhar: 3
19. Khurda: 45
20. Koraput: 24
21. Malkangiri: 3
22. Mayurbhanj: 18— I & PR Department, Odisha (@IPR_Odisha) February 20, 2022
23. Nawarangpur: 2
24. Nayagarh: 16
25. Nuapada: 7
26. Puri: 8
27. Rayagada: 45
28. Sambalpur: 38
29. Sonepur: 5
30. Sundargarh: 96
31. State Pool: 10New recoveries: 1266
Cumulative tested: 28826116
Positive: 1282481
Recovered: 1267109
Active cases: 6308— I & PR Department, Odisha (@IPR_Odisha) February 20, 2022
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୪୯୨ ଜଣ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୦୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୨୪୮୧ କୁ ବୃଦ୍ଧି ପାଇଥିବା ବେଳେ ୧୨୬୭୧୦୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୬୩୦୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
Covid-19 Report For 19th Feb
New Positive Cases: 492
Of which 0-18 years: 122
In quarantine: 289
Local contacts: 203(Details of local contacts will be shared by concerned District)