ଗତ ୮ ମାସରେ ‘ଆମ-ବସ୍’ ଘଟାଇଛି ୧୯ ଦୁର୍ଘଟଣା, ନେଲାଣି ୬ ଜୀବନ

The Sakala Picture
Published On

ଭୁବନେଶ୍ୱର: ଗତ ୮ ମାସ ଭିତରେ ‘ଆମ-ବସ୍’ ୧୯ଟି ଦୁର୍ଘଟଣା ଘଟାଇଛି ଏବଂ ‘ଆମ-ବସ୍’ ଧକ୍କାରେ ୬ଜଣଙ୍କ ଜୀବନ ଯାଇଛି। ୮ ମାସରେ କଟକ, ପୁରୀ ଓ ଭୁବନେଶ୍ୱରରେ ‘ଆମ-ବସ୍’ ଧକ୍କାରେ ୬ଜଣଙ୍କ ମୃତ୍ୟୁ ହୋଇଛି। ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁ ପଚାରିଥିବା ପ୍ରଶ୍ନର ଉତ୍ତରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି। ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ୨୦୨୪ ଜୁନ୍‌‌ଠାରୁ ବର୍ତ୍ତମାନ ପର୍ଯ୍ୟ ନ୍ତ […]

ଭୁବନେଶ୍ୱର: ଗତ ୮ ମାସ ଭିତରେ ‘ଆମ-ବସ୍’ ୧୯ଟି ଦୁର୍ଘଟଣା ଘଟାଇଛି ଏବଂ ‘ଆମ-ବସ୍’ ଧକ୍କାରେ ୬ଜଣଙ୍କ ଜୀବନ ଯାଇଛି। ୮ ମାସରେ କଟକ, ପୁରୀ ଓ ଭୁବନେଶ୍ୱରରେ ‘ଆମ-ବସ୍’ ଧକ୍କାରେ ୬ଜଣଙ୍କ ମୃତ୍ୟୁ ହୋଇଛି। ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁ ପଚାରିଥିବା ପ୍ରଶ୍ନର ଉତ୍ତରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ଖୋଲିଲା ହୀରାକୁଦର ଆଉ ୩ଟି ଗେଟ୍, ମୋଟ୍ ୧୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି

ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ୨୦୨୪ ଜୁନ୍‌‌ଠାରୁ ବର୍ତ୍ତମାନ ପର୍ଯ୍ୟ ନ୍ତ ‘ଆମ-ବସ୍’ ୧୯ଟି ଦୁର୍ଘଟଣା ଘଟାଇଛି। ‘ଆମ-ବସ୍’ ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୮ଜଣ ଆହତ ହୋଇଛନ୍ତି। କେବଳ ୨ଟି ଘଟଣାରେ ମୃତକଙ୍କ ପରିବାରକୁ ୩ଲକ୍ଷ ୫ହଜାର ଟଙ୍କା ଦିଆଯାଇଛି ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାର ଭଦ୍ରକ-ହରିଦାସପୁର ଏବଂ କଟକ-ପାରାଦୀପ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ

ଆହୁରି ପଢ଼ନ୍ତୁ: କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ବାଲି କାଢ଼ିବା କାର୍ଯ୍ୟର ସମୀକ୍ଷା କଲା ଏଏସଆଇର ୧୦ ଜଣିଆ ବିଶେଷଜ୍ଞ ଦଳ

11 Mar 2025 By The Sakala

ଗତ ୮ ମାସରେ ‘ଆମ-ବସ୍’ ଘଟାଇଛି ୧୯ ଦୁର୍ଘଟଣା, ନେଲାଣି ୬ ଜୀବନ

ଭୁବନେଶ୍ୱର: ଗତ ୮ ମାସ ଭିତରେ ‘ଆମ-ବସ୍’ ୧୯ଟି ଦୁର୍ଘଟଣା ଘଟାଇଛି ଏବଂ ‘ଆମ-ବସ୍’ ଧକ୍କାରେ ୬ଜଣଙ୍କ ଜୀବନ ଯାଇଛି। ୮ ମାସରେ କଟକ, ପୁରୀ ଓ ଭୁବନେଶ୍ୱରରେ ‘ଆମ-ବସ୍’ ଧକ୍କାରେ ୬ଜଣଙ୍କ ମୃତ୍ୟୁ ହୋଇଛି। ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁ ପଚାରିଥିବା ପ୍ରଶ୍ନର ଉତ୍ତରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି।

ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ୨୦୨୪ ଜୁନ୍‌‌ଠାରୁ ବର୍ତ୍ତମାନ ପର୍ଯ୍ୟ ନ୍ତ ‘ଆମ-ବସ୍’ ୧୯ଟି ଦୁର୍ଘଟଣା ଘଟାଇଛି। ‘ଆମ-ବସ୍’ ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୮ଜଣ ଆହତ ହୋଇଛନ୍ତି। କେବଳ ୨ଟି ଘଟଣାରେ ମୃତକଙ୍କ ପରିବାରକୁ ୩ଲକ୍ଷ ୫ହଜାର ଟଙ୍କା ଦିଆଯାଇଛି ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର