ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୬୨୯ କୋଭିଡ୍ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ଗ୍ରାଫ୍। ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଥିବା ବେଳେ ବର୍ତ୍ତମାନ ଗ୍ରାଫ ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୫୧୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୧୫ ଜଣ ପଜିଟିଭ ରହିଛନ୍ତି। […]

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ଗ୍ରାଫ୍। ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଥିବା ବେଳେ ବର୍ତ୍ତମାନ ଗ୍ରାଫ ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୫୧୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୧୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୯୪୦୫ କୁ ବୃଦ୍ଧି ପାଇଥିବା ବେଳେ ୧୨୧୫୩୮୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୩୫୩୦୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର