ତେଲ ଦରରେ ଲାଗୁନି ବ୍ରେକ, ଦୁଇ ଦିନ ପରେ ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

The Sakala Picture
Published On

ନୂଆଦିଲ୍ଲୀ: ତେଲ ଦରରେ ଲାଗୁନି ବ୍ରେକ। ଦୁଇ ଦିନର ବ୍ଯବଧାନ ପରେ ମଙ୍ଗଳବାର ପୁଣି  ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଗର ପିଛା ୨୫ ପଇସା ଏବଂ ଡିଜେଲ ୩୫ ପଇସା ବୃଦ୍ଧି ଘଟିଛି। ଫଳରେ ଦେଶର ଅନେକ ସହରରେ ତେଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ରହିଛି। ପୂର୍ବରୁ ପ୍ରିମିଅମ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଉପରେ ବିକ୍ରି ହେଉଛି। ନୂଆ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା […]

ନୂଆଦିଲ୍ଲୀ: ତେଲ ଦରରେ ଲାଗୁନି ବ୍ରେକ। ଦୁଇ ଦିନର ବ୍ଯବଧାନ ପରେ ମଙ୍ଗଳବାର ପୁଣି  ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଗର ପିଛା ୨୫ ପଇସା ଏବଂ ଡିଜେଲ ୩୫ ପଇସା ବୃଦ୍ଧି ଘଟିଛି। ଫଳରେ ଦେଶର ଅନେକ ସହରରେ ତେଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ରହିଛି। ପୂର୍ବରୁ ପ୍ରିମିଅମ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଉପରେ ବିକ୍ରି ହେଉଛି।

ଆହୁରି ପଢ଼ନ୍ତୁ: ହିଟୱେଭ ପାଇଁ SOP: ଅଧିକ ଖରା ହେଉଥିବା ଜାଗାରେ ଆଶ୍ରୟସ୍ଥଳୀ ନିର୍ମାଣ, ଡ୍ରାଇଭରଙ୍କ ପାଇଁ ORS ଓ ପିଇବା ପାଣି ବ୍ୟବସ୍ଥା

ନୂଆ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୨୫ ପଇସା ବୃଦ୍ଧି ଘଟିବା ଯୋଗୁଁ ୯୦ ଟଙ୍କା ୯୩ ପଇସାରେ ପହଞ୍ଚିଥିବା ବେଳେ  ଡିଜେଲ ୮୧ ଟଙ୍କା ୩୨ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ୯୨ ଟଙ୍କା ୯୦ ପଇସା ଏବଂ ଡିଜେଲ ୮୬ ଟଙ୍କା ୩୧ ପଇସା ରହିଛି। ଭୋପାଳରେ ପେଟ୍ରୋଲ ୯୮ ଟଙ୍କା ୯୬ ପଇସା ଏବଂ ଡିଜେଲ ୮୯ ଟଙ୍କା ୬୦ ପଇସାରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ଯକୃତ ଦାନ କରି ଅମର ହୋଇଗଲେ ମହିଳା ଡାକ୍ତର; ନୂତନ ଜୀବନ ପାଇଲେ ୪୬ ବର୍ଷୀୟ ବ୍ୟକ୍ତି

ସେହିପରି ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୩୫ ପଇସା ବଢ଼ିଥିବାବେଳେ ଡିଜେଲ ଦର ୪୩ ପଇସା ବୃଦ୍ଧି ପାଇଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୯୧ ଟଙ୍କା ୬୪ ପଇସା ଏବଂ ଡିଜେଲ ୮୮ ଟଙ୍କା ୬୬ ପଇସା ହୋଇଛି। କଟକରେ ପେଟ୍ରୋଲ ଲିଟର ପିଛା ୯୧ ଟଙ୍କା ୯୫ ପଇସା ଏବଂ ଡିଜେଲ ୮୮ ଟଙ୍କା ୯୧ ପଇସାରେ ବିକ୍ରି ହେଉଛି। ସେହିପରି ସମ୍ବଲପୁରରେ ପେଟ୍ରୋଲ ୯୨ ଟଙ୍କା ୨୧ ପଇସା ଏବଂ ଡିଜେଲ ୮୯ ଟଙ୍କା ୧୮ ପଇସା ରହିଛି।

ଆହୁରି ପଢ଼ନ୍ତୁ: ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କୁ କଳା ପତାକା ସହ ବାଙ୍କୀରେ ଜୋରଦାର ବିରୋଧ ପ୍ରଦର୍ଶନ

23 Feb 2021 By The Sakala

ତେଲ ଦରରେ ଲାଗୁନି ବ୍ରେକ, ଦୁଇ ଦିନ ପରେ ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ତେଲ ଦରରେ ଲାଗୁନି ବ୍ରେକ। ଦୁଇ ଦିନର ବ୍ଯବଧାନ ପରେ ମଙ୍ଗଳବାର ପୁଣି  ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଗର ପିଛା ୨୫ ପଇସା ଏବଂ ଡିଜେଲ ୩୫ ପଇସା ବୃଦ୍ଧି ଘଟିଛି। ଫଳରେ ଦେଶର ଅନେକ ସହରରେ ତେଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ରହିଛି। ପୂର୍ବରୁ ପ୍ରିମିଅମ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଉପରେ ବିକ୍ରି ହେଉଛି।

ନୂଆ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୨୫ ପଇସା ବୃଦ୍ଧି ଘଟିବା ଯୋଗୁଁ ୯୦ ଟଙ୍କା ୯୩ ପଇସାରେ ପହଞ୍ଚିଥିବା ବେଳେ  ଡିଜେଲ ୮୧ ଟଙ୍କା ୩୨ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ୯୨ ଟଙ୍କା ୯୦ ପଇସା ଏବଂ ଡିଜେଲ ୮୬ ଟଙ୍କା ୩୧ ପଇସା ରହିଛି। ଭୋପାଳରେ ପେଟ୍ରୋଲ ୯୮ ଟଙ୍କା ୯୬ ପଇସା ଏବଂ ଡିଜେଲ ୮୯ ଟଙ୍କା ୬୦ ପଇସାରେ ପହଞ୍ଚିଛି।

ସେହିପରି ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୩୫ ପଇସା ବଢ଼ିଥିବାବେଳେ ଡିଜେଲ ଦର ୪୩ ପଇସା ବୃଦ୍ଧି ପାଇଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୯୧ ଟଙ୍କା ୬୪ ପଇସା ଏବଂ ଡିଜେଲ ୮୮ ଟଙ୍କା ୬୬ ପଇସା ହୋଇଛି। କଟକରେ ପେଟ୍ରୋଲ ଲିଟର ପିଛା ୯୧ ଟଙ୍କା ୯୫ ପଇସା ଏବଂ ଡିଜେଲ ୮୮ ଟଙ୍କା ୯୧ ପଇସାରେ ବିକ୍ରି ହେଉଛି। ସେହିପରି ସମ୍ବଲପୁରରେ ପେଟ୍ରୋଲ ୯୨ ଟଙ୍କା ୨୧ ପଇସା ଏବଂ ଡିଜେଲ ୮୯ ଟଙ୍କା ୧୮ ପଇସା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର