ବଢିଲା ବିଏମ୍‌ସି କର୍ପୋରେଟର, ମେୟର ଓ ଡେପୁଟି ମେୟରଙ୍କ ମିଟିଂ ଭତ୍ତା

The Sakala Picture
Published On

ଭୁବନେଶ୍ବର: ବଢ଼ିଲା କର୍ପୋରେଟରଙ୍କ ମିଟିଙ୍ଗ ଭତ୍ତା । ବିଏମ୍‌ସି କର୍ପୋରେଟରଙ୍କ ମିଟିଂ ଭତ୍ତା ବୃଦ୍ଧି ହୋଇଛି । କର୍ପୋରେଟରଙ୍କ ଭତ୍ତା ୭୦୦ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।  ପ୍ରତି କର୍ପୋରେସନ ମିଟିଂ ପିଛା କର୍ପୋରେଟରଙ୍କୁ ୧୦ ହଜାର ଟଙ୍କା ମିଳିବ । କର୍ପୋରେସନ ମିଟିଂ ପାଇଁ ମେୟର ଭତ୍ତା ହେଲା ୫୦ ହଜାର ଟଙ୍କା ହୋଇଥିବାବେଳେ ଡେପୁଟି ମେୟର ପାଇବେ ୨୫ ହଜାର ଟଙ୍କା । ଏନେଇ କର୍ପୋରେସନ ବୈଠକରେ ନିଷ୍ପତ୍ତି ହୋଇଛି । ଏ […]

ଭୁବନେଶ୍ବର: ବଢ଼ିଲା କର୍ପୋରେଟରଙ୍କ ମିଟିଙ୍ଗ ଭତ୍ତା । ବିଏମ୍‌ସି କର୍ପୋରେଟରଙ୍କ ମିଟିଂ ଭତ୍ତା ବୃଦ୍ଧି ହୋଇଛି । କର୍ପୋରେଟରଙ୍କ ଭତ୍ତା ୭୦୦ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।  ପ୍ରତି କର୍ପୋରେସନ ମିଟିଂ ପିଛା କର୍ପୋରେଟରଙ୍କୁ ୧୦ ହଜାର ଟଙ୍କା ମିଳିବ । କର୍ପୋରେସନ ମିଟିଂ ପାଇଁ ମେୟର ଭତ୍ତା ହେଲା ୫୦ ହଜାର ଟଙ୍କା ହୋଇଥିବାବେଳେ ଡେପୁଟି ମେୟର ପାଇବେ ୨୫ ହଜାର ଟଙ୍କା । ଏନେଇ କର୍ପୋରେସନ ବୈଠକରେ ନିଷ୍ପତ୍ତି ହୋଇଛି । ଏ ନେଇ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ସମସ୍ତ ଭତ୍ତା ବିଏମସି ପ୍ରଦାନ କରିବ ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

23 Feb 2024 By The Sakala

ବଢିଲା ବିଏମ୍‌ସି କର୍ପୋରେଟର, ମେୟର ଓ ଡେପୁଟି ମେୟରଙ୍କ ମିଟିଂ ଭତ୍ତା

ଭୁବନେଶ୍ବର: ବଢ଼ିଲା କର୍ପୋରେଟରଙ୍କ ମିଟିଙ୍ଗ ଭତ୍ତା । ବିଏମ୍‌ସି କର୍ପୋରେଟରଙ୍କ ମିଟିଂ ଭତ୍ତା ବୃଦ୍ଧି ହୋଇଛି । କର୍ପୋରେଟରଙ୍କ ଭତ୍ତା ୭୦୦ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।  ପ୍ରତି କର୍ପୋରେସନ ମିଟିଂ ପିଛା କର୍ପୋରେଟରଙ୍କୁ ୧୦ ହଜାର ଟଙ୍କା ମିଳିବ । କର୍ପୋରେସନ ମିଟିଂ ପାଇଁ ମେୟର ଭତ୍ତା ହେଲା ୫୦ ହଜାର ଟଙ୍କା ହୋଇଥିବାବେଳେ ଡେପୁଟି ମେୟର ପାଇବେ ୨୫ ହଜାର ଟଙ୍କା । ଏନେଇ କର୍ପୋରେସନ ବୈଠକରେ ନିଷ୍ପତ୍ତି ହୋଇଛି । ଏ ନେଇ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ସମସ୍ତ ଭତ୍ତା ବିଏମସି ପ୍ରଦାନ କରିବ ।

https://www.thesakala.in/latest-odisha-news/increased-meeting-allowance-of-bmc-corporator-mayor-and-deputy-mayor/article-30147
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର