ମହାପ୍ରଭୁଙ୍କୁ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ

The Sakala Picture
Published On

ପୁରୀ: ଶ୍ରୀମନ୍ଦିରରେ ଆନ୍ତର୍ଜାତୀୟ ବ୍ୟାଡମିଣ୍ଟନ୍ ଖେଳାଳି ସାଇନା ନେହ୍ୱାଲ। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ସାଇନା ନେହ୍ୱାଲ ।ମହାପ୍ରଭୁଙ୍କ ଉପରେ ସମସ୍ତଙ୍କ ଆସ୍ଥା ରହିଛି ଏବଂ ଜଗନ୍ନାଥ ଦର୍ଶନ ଆଳତି ଦର୍ଶନ କରିବାର ସୌଭାଗ୍ୟ ପାଇ ଖୁବ୍ ଭାବବିହ୍ୱଳ ହୋଇଛନ୍ତି ବୋଲି କହିଛନ୍ତି ସାଇନା।ଶ୍ରୀମନ୍ଦିରରେ ପ୍ରାୟ ଘଣ୍ଟାଏ ବିତେଇବା ସହ ପ୍ରସାଦ ସେବନ କରିବାର ସୌଭାଗ୍ୟ ପାଇଛନ୍ତି ସାଇନା। ମହାପ୍ରଭୁଙ୍କ ଡାକରା ମିଳିଛି ବୋଲି ଆଜି ମାଆଙ୍କ ସହିତ ମହାପ୍ରଭୁଙ୍କ ଦର୍ଶନ କରି ସେ ଖୁବ୍ […]

ପୁରୀ: ଶ୍ରୀମନ୍ଦିରରେ ଆନ୍ତର୍ଜାତୀୟ ବ୍ୟାଡମିଣ୍ଟନ୍ ଖେଳାଳି ସାଇନା ନେହ୍ୱାଲ। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ସାଇନା ନେହ୍ୱାଲ ।ମହାପ୍ରଭୁଙ୍କ ଉପରେ ସମସ୍ତଙ୍କ ଆସ୍ଥା ରହିଛି ଏବଂ ଜଗନ୍ନାଥ ଦର୍ଶନ ଆଳତି ଦର୍ଶନ କରିବାର ସୌଭାଗ୍ୟ ପାଇ ଖୁବ୍ ଭାବବିହ୍ୱଳ ହୋଇଛନ୍ତି ବୋଲି କହିଛନ୍ତି ସାଇନା।ଶ୍ରୀମନ୍ଦିରରେ ପ୍ରାୟ ଘଣ୍ଟାଏ ବିତେଇବା ସହ ପ୍ରସାଦ ସେବନ କରିବାର ସୌଭାଗ୍ୟ ପାଇଛନ୍ତି ସାଇନା।

ଆହୁରି ପଢ଼ନ୍ତୁ: ରାଜସ୍ଥାନରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ୍, ବନ୍ଦ ନିର୍ଦ୍ଦେଶ ଦେଲେ ସିକର ଜିଲ୍ଲା ମାଜିଷ୍ଟ୍ରେଟ୍

ମହାପ୍ରଭୁଙ୍କ ଡାକରା ମିଳିଛି ବୋଲି ଆଜି ମାଆଙ୍କ ସହିତ ମହାପ୍ରଭୁଙ୍କ ଦର୍ଶନ କରି ସେ ଖୁବ୍ ଆନନ୍ଦିତ ହୋଇଛନ୍ତି।ସମସ୍ତ ପ୍ରସଂଶକଙ୍କୁ ମଧ୍ୟ ସେ ଖୁବ୍ ଧନ୍ୟବାଦ୍ ଦେଇଥିବା ବେଳେ ଆଣ୍ଠୁ ସମସ୍ୟା ଯୋଗୁଁ ଖେଳ ଠାରୁ ଦୂରରେ ରହିବା କଷ୍ଟ ଦେଇଛି କିନ୍ତୁ ନିଜକୁ ଫିଟ୍ ରଖିବା ସହ ଆଗକୁ ଆହୁରି ଖେଳିବା ପାଇଁ ଇଛା ରହିଛି ବୋଲି ସେ ପ୍ରତିକ୍ରିୟାରେ କହିଁଛନ୍ତି ।ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସାଇନାଙ୍କୁ ଜଗନ୍ନାଥ ସୁଭଦ୍ରା,ବଳଭଦ୍ର ମୂର୍ତ୍ତି ଉପହାର ଦିଆଯାଇଥିବା ବେଳେ ସାଇନା ଏହାକୁ ଗ୍ରହଣ କରି ଖୁବ୍ ଖୁସି ହୋଇଛନ୍ତି।ଚଳିତ ମାସ ୧୭ ତାରିଖରେ ନିଜର ୩୪ ତମ ଜନ୍ମଦିନ ମନାଇଛନ୍ତି ସାଇନା ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାକୁ ନେଇ ଜଟଣୀରେ ଯୁବକଙ୍କୁ ନିର୍ମମ ହତ୍ୟା, ରାସ୍ତା କଡ଼ରୁ ମୃତଦେହ ଉଦ୍ଧାର

25 Apr 2024 By The Sakala

ମହାପ୍ରଭୁଙ୍କୁ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ

ପୁରୀ: ଶ୍ରୀମନ୍ଦିରରେ ଆନ୍ତର୍ଜାତୀୟ ବ୍ୟାଡମିଣ୍ଟନ୍ ଖେଳାଳି ସାଇନା ନେହ୍ୱାଲ। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ସାଇନା ନେହ୍ୱାଲ ।ମହାପ୍ରଭୁଙ୍କ ଉପରେ ସମସ୍ତଙ୍କ ଆସ୍ଥା ରହିଛି ଏବଂ ଜଗନ୍ନାଥ ଦର୍ଶନ ଆଳତି ଦର୍ଶନ କରିବାର ସୌଭାଗ୍ୟ ପାଇ ଖୁବ୍ ଭାବବିହ୍ୱଳ ହୋଇଛନ୍ତି ବୋଲି କହିଛନ୍ତି ସାଇନା।ଶ୍ରୀମନ୍ଦିରରେ ପ୍ରାୟ ଘଣ୍ଟାଏ ବିତେଇବା ସହ ପ୍ରସାଦ ସେବନ କରିବାର ସୌଭାଗ୍ୟ ପାଇଛନ୍ତି ସାଇନା।

ମହାପ୍ରଭୁଙ୍କ ଡାକରା ମିଳିଛି ବୋଲି ଆଜି ମାଆଙ୍କ ସହିତ ମହାପ୍ରଭୁଙ୍କ ଦର୍ଶନ କରି ସେ ଖୁବ୍ ଆନନ୍ଦିତ ହୋଇଛନ୍ତି।ସମସ୍ତ ପ୍ରସଂଶକଙ୍କୁ ମଧ୍ୟ ସେ ଖୁବ୍ ଧନ୍ୟବାଦ୍ ଦେଇଥିବା ବେଳେ ଆଣ୍ଠୁ ସମସ୍ୟା ଯୋଗୁଁ ଖେଳ ଠାରୁ ଦୂରରେ ରହିବା କଷ୍ଟ ଦେଇଛି କିନ୍ତୁ ନିଜକୁ ଫିଟ୍ ରଖିବା ସହ ଆଗକୁ ଆହୁରି ଖେଳିବା ପାଇଁ ଇଛା ରହିଛି ବୋଲି ସେ ପ୍ରତିକ୍ରିୟାରେ କହିଁଛନ୍ତି ।ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସାଇନାଙ୍କୁ ଜଗନ୍ନାଥ ସୁଭଦ୍ରା,ବଳଭଦ୍ର ମୂର୍ତ୍ତି ଉପହାର ଦିଆଯାଇଥିବା ବେଳେ ସାଇନା ଏହାକୁ ଗ୍ରହଣ କରି ଖୁବ୍ ଖୁସି ହୋଇଛନ୍ତି।ଚଳିତ ମାସ ୧୭ ତାରିଖରେ ନିଜର ୩୪ ତମ ଜନ୍ମଦିନ ମନାଇଛନ୍ତି ସାଇନା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର