ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା, ମ୍ୟୁନିଚରେ ଭାରତୀୟ ପ୍ରବାସୀଙ୍କ ଶାନ୍ତିପୂର୍ଣ୍ଣ ପ୍ରତିବାଦ

The Sakala Picture
Published On

ନୂଆଦିଲ୍ଲୀ: ପହଲଗାମ୍ ଆତଙ୍କୀ ହମଲା ସାରା ବିଶ୍ଵକୁ ଦୋହଲାଇ ଦେଇଛି। ସବୁଠି ଏହି ଘଟଣାକୁ ନିନ୍ଦା କରାଯାଉଛି । ଆତଙ୍କୀ ସାଧାରଣ ପର୍ଯ୍ୟଟକଙ୍କୁ ଯେଉଁଭଳି ଭାବେ ମାରିଛନ୍ତି ତାହାର ପ୍ରତିଶୋଧ ନେବାକୁ ସମଗ୍ର ଦେଶ ଚାହିଁ ରହିଛି । ଏହି ଆତଙ୍କୀ ହାମଲାକୁ ନେଇ ୟୁରୋପରେ ପ୍ରବାସୀ ଭାରତୀୟ ଓ ୟୁରୋପୀୟ ସମର୍ଥକମାନେ ହାତରେ ପ୍ଲା କାର୍ଡ ଧରି ଶାନ୍ତିପୂର୍ଣ୍ଣ ପ୍ରତିବାଦ କରିଥିଲେ। ଏହି ପ୍ରତିବାଦରେ ୭୦୦ରୁ ଅଧିକ ଲୋକ ଅଂଶଗ୍ରହଣ କରିଥିଲେ। ମ୍ୟୁନିଚରେ ଭାରତୀୟ ପ୍ରବାସୀ […]

ନୂଆଦିଲ୍ଲୀ: ପହଲଗାମ୍ ଆତଙ୍କୀ ହମଲା ସାରା ବିଶ୍ଵକୁ ଦୋହଲାଇ ଦେଇଛି। ସବୁଠି ଏହି ଘଟଣାକୁ ନିନ୍ଦା କରାଯାଉଛି । ଆତଙ୍କୀ ସାଧାରଣ ପର୍ଯ୍ୟଟକଙ୍କୁ ଯେଉଁଭଳି ଭାବେ ମାରିଛନ୍ତି ତାହାର ପ୍ରତିଶୋଧ ନେବାକୁ ସମଗ୍ର ଦେଶ ଚାହିଁ ରହିଛି । ଏହି ଆତଙ୍କୀ ହାମଲାକୁ ନେଇ ୟୁରୋପରେ ପ୍ରବାସୀ ଭାରତୀୟ ଓ ୟୁରୋପୀୟ ସମର୍ଥକମାନେ ହାତରେ ପ୍ଲା କାର୍ଡ ଧରି ଶାନ୍ତିପୂର୍ଣ୍ଣ ପ୍ରତିବାଦ କରିଥିଲେ। ଏହି ପ୍ରତିବାଦରେ ୭୦୦ରୁ ଅଧିକ ଲୋକ ଅଂଶଗ୍ରହଣ କରିଥିଲେ। ମ୍ୟୁନିଚରେ ଭାରତୀୟ ପ୍ରବାସୀ ଓଡ଼ିଶା ଝିଅ ଜ୍ୟୋତିର୍ମୟୀ ଦାଶ ଏହି ପ୍ରତିବାଦରେ ଅଂଶଗ୍ରହଣ କରିଥିଲେ। ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଏବଂ ତାଙ୍କ ପରିବାର ସହ ଦୃଢ ଭାବରେ ଛିଡା ହୋଇଛନ୍ତି ବୋଲି ସେ ଜଣାଇଥିଲେ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ଥାଣେ ଜିଲ୍ଲା ଭିୱାଣ୍ଡି ଖାଡ଼ି ନିକଟରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ, ପୋଲିସର ତଦନ୍ତ ଜାରି

05 May 2025 By The Sakala

ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା, ମ୍ୟୁନିଚରେ ଭାରତୀୟ ପ୍ରବାସୀଙ୍କ ଶାନ୍ତିପୂର୍ଣ୍ଣ ପ୍ରତିବାଦ

ନୂଆଦିଲ୍ଲୀ: ପହଲଗାମ୍ ଆତଙ୍କୀ ହମଲା ସାରା ବିଶ୍ଵକୁ ଦୋହଲାଇ ଦେଇଛି। ସବୁଠି ଏହି ଘଟଣାକୁ ନିନ୍ଦା କରାଯାଉଛି । ଆତଙ୍କୀ ସାଧାରଣ ପର୍ଯ୍ୟଟକଙ୍କୁ ଯେଉଁଭଳି ଭାବେ ମାରିଛନ୍ତି ତାହାର ପ୍ରତିଶୋଧ ନେବାକୁ ସମଗ୍ର ଦେଶ ଚାହିଁ ରହିଛି । ଏହି ଆତଙ୍କୀ ହାମଲାକୁ ନେଇ ୟୁରୋପରେ ପ୍ରବାସୀ ଭାରତୀୟ ଓ ୟୁରୋପୀୟ ସମର୍ଥକମାନେ ହାତରେ ପ୍ଲା କାର୍ଡ ଧରି ଶାନ୍ତିପୂର୍ଣ୍ଣ ପ୍ରତିବାଦ କରିଥିଲେ। ଏହି ପ୍ରତିବାଦରେ ୭୦୦ରୁ ଅଧିକ ଲୋକ ଅଂଶଗ୍ରହଣ କରିଥିଲେ। ମ୍ୟୁନିଚରେ ଭାରତୀୟ ପ୍ରବାସୀ ଓଡ଼ିଶା ଝିଅ ଜ୍ୟୋତିର୍ମୟୀ ଦାଶ ଏହି ପ୍ରତିବାଦରେ ଅଂଶଗ୍ରହଣ କରିଥିଲେ। ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଏବଂ ତାଙ୍କ ପରିବାର ସହ ଦୃଢ ଭାବରେ ଛିଡା ହୋଇଛନ୍ତି ବୋଲି ସେ ଜଣାଇଥିଲେ।

https://www.thesakala.in/latest-odisha-news/indian-community-stages-peaceful-protest-in-munich-against-pahalgam-terror-attack/article-40384
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର