ଜମିବାଡ଼ି ବିବାଦକୁ ନେଇ ଗଡ଼ିଲା ନିରୀହ ବାଳକର ମୁଣ୍ଡ

The Sakala Picture
Published On

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ପଣ୍ଡରେନ ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଯାଇଛି । ଜମିବାଡ଼ି ବିବାଦ କୁ ନେଇ ଏକ ନିରୀହ ବାଳକ ର ମୁଣ୍ଡ ଗଡ଼ିଛି । ହତ୍ୟାକାରୀ ଜିତେନ ପୋଡ଼ ଗାଁର ଧନପତ ଗହୀର ଙ୍କୁ ପ୍ରଥମେ ହତ୍ୟା ଉଦ୍ୟମ କରି ଲହୁ ଲୁହାଣ କରିଥିବା ବେଳେ ଧନପତ ଗହୀରର ଭାଇ ୮ ବର୍ଷ ର ପରମେଶ୍ୱର ଗହୀର କୁ ନିର୍ମମ ଭାବେ ହତ୍ୟା କରିଛି । ପୋଲିସ […]

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ପଣ୍ଡରେନ ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଯାଇଛି । ଜମିବାଡ଼ି ବିବାଦ କୁ ନେଇ ଏକ ନିରୀହ ବାଳକ ର ମୁଣ୍ଡ ଗଡ଼ିଛି । ହତ୍ୟାକାରୀ ଜିତେନ ପୋଡ଼ ଗାଁର ଧନପତ ଗହୀର ଙ୍କୁ ପ୍ରଥମେ ହତ୍ୟା ଉଦ୍ୟମ କରି ଲହୁ ଲୁହାଣ କରିଥିବା ବେଳେ ଧନପତ ଗହୀରର ଭାଇ ୮ ବର୍ଷ ର ପରମେଶ୍ୱର ଗହୀର କୁ ନିର୍ମମ ଭାବେ ହତ୍ୟା କରିଛି । ପୋଲିସ ଅଭିଯୁକ୍ତ ଜିତେନ କୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ ପଣ୍ଡରେନ ଗାଁର ଜିତେନ ପୋଡ଼ କିଛି ଦିନ ଆଗରୁ ଧନପତ ଗହୀର କୁ ଜମି ମାଗୁଥିଲା । ଧନପତ ମୁଁ ମୋର ଜମି କାହିଁକି ମାଗଣାରେ ଦେବି ବୋଲି ମନା କରିଦେଇଥିଲା । ତେବେ ଆଜି ସକାଳ ସମୟରେ ଧନପତ ଏକ ବାଇକରେ ଗାଁର ଥିବା ଚାଷ ଜମିକୁ ବୁଲି ଯାଇଥିବା ସମୟରେ ଜିତେନ ମରଣାନ୍ତକ ଆକ୍ରମଣ କରିଥିଲା । ଜିତେନ ରକ୍ତାକ୍ତ ଅବସ୍ଥାରେ ତକ ପଡିଯାଇଥିବା ବେଳେ ସେହି ଚାଷ ଜମିରେ ପୂର୍ବରୁ ଥିବା ୮ ବର୍ଷ ର ବାଳକ ପରମେଶ୍ୱର କୁ ଟାଙ୍ଗିଆ ଆକ୍ରମଣ କରି ହତ୍ୟା କରିଥିଲା । ଘଟଣା ଘଟାଇ ଜିତେନ ବାଇକ ରେ ତାର ପରିବାର କୁ ଗାଁରୁ ଅନ୍ୟତ୍ର ନେଇ ଯାଉଥିବା ସମୟରେ ତୁରେକେଲା ପୋଲିସ ଜିତେନ କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୧୬ରେ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ଅବସର ଗ୍ରହଣକୁ ସରକାରଙ୍କ ଅନୁମତି, ଅଗଷ୍ଟ ୭ରେ ନୂଆ ଡିଜିପି ଚୟନ ପାଇଁ ବୈଠକ

20 May 2021 By The Sakala

ଜମିବାଡ଼ି ବିବାଦକୁ ନେଇ ଗଡ଼ିଲା ନିରୀହ ବାଳକର ମୁଣ୍ଡ

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ପଣ୍ଡରେନ ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଯାଇଛି । ଜମିବାଡ଼ି ବିବାଦ କୁ ନେଇ ଏକ ନିରୀହ ବାଳକ ର ମୁଣ୍ଡ ଗଡ଼ିଛି । ହତ୍ୟାକାରୀ ଜିତେନ ପୋଡ଼ ଗାଁର ଧନପତ ଗହୀର ଙ୍କୁ ପ୍ରଥମେ ହତ୍ୟା ଉଦ୍ୟମ କରି ଲହୁ ଲୁହାଣ କରିଥିବା ବେଳେ ଧନପତ ଗହୀରର ଭାଇ ୮ ବର୍ଷ ର ପରମେଶ୍ୱର ଗହୀର କୁ ନିର୍ମମ ଭାବେ ହତ୍ୟା କରିଛି । ପୋଲିସ ଅଭିଯୁକ୍ତ ଜିତେନ କୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ ପଣ୍ଡରେନ ଗାଁର ଜିତେନ ପୋଡ଼ କିଛି ଦିନ ଆଗରୁ ଧନପତ ଗହୀର କୁ ଜମି ମାଗୁଥିଲା । ଧନପତ ମୁଁ ମୋର ଜମି କାହିଁକି ମାଗଣାରେ ଦେବି ବୋଲି ମନା କରିଦେଇଥିଲା । ତେବେ ଆଜି ସକାଳ ସମୟରେ ଧନପତ ଏକ ବାଇକରେ ଗାଁର ଥିବା ଚାଷ ଜମିକୁ ବୁଲି ଯାଇଥିବା ସମୟରେ ଜିତେନ ମରଣାନ୍ତକ ଆକ୍ରମଣ କରିଥିଲା । ଜିତେନ ରକ୍ତାକ୍ତ ଅବସ୍ଥାରେ ତକ ପଡିଯାଇଥିବା ବେଳେ ସେହି ଚାଷ ଜମିରେ ପୂର୍ବରୁ ଥିବା ୮ ବର୍ଷ ର ବାଳକ ପରମେଶ୍ୱର କୁ ଟାଙ୍ଗିଆ ଆକ୍ରମଣ କରି ହତ୍ୟା କରିଥିଲା । ଘଟଣା ଘଟାଇ ଜିତେନ ବାଇକ ରେ ତାର ପରିବାର କୁ ଗାଁରୁ ଅନ୍ୟତ୍ର ନେଇ ଯାଉଥିବା ସମୟରେ ତୁରେକେଲା ପୋଲିସ ଜିତେନ କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର