ଚାନ୍ଦିପୁରରୁ ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର: ଅବଦୁଲ୍‌ କଲାମ ଦ୍ୱୀପରୁ ବୁଧବାର ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ ହୋଇଛି। ଅପରାହ୍ନ ୪ଟା ୧୫ ମିନିଟ୍‌ରେ ବ୍ୟାବହାରିକ ପରୀକ୍ଷଣ ହୋଇଛି। ପ୍ରଥମେ ଚାନ୍ଦିପୁରର ୩ ନଂ ଲଞ୍ଚପ୍ୟାଡ୍‌ରୁ ପୃଥ୍ବୀ-୨ ଉତ୍‌କ୍ଷେପଣ କରାଯାଇଥିଲା। ୨୩୦ କିଲୋମିଟର ପର୍ଯ୍ୟନ୍ତ ଏହି ମିସାଇଲ ଲକ୍ଷ୍ୟଭେଦ କରିପାରିବ। ଟାର୍ଗେଟକୁ ସଫଳତାର ସହିତ ଲକ୍ଷ୍ୟଭେଦ କରିଥିବା ସୂଚନା ।

About The Author: The Sakala