ପୁଣି ସୋସିଆଲ ମିଡିଆରେ ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ଫଟୋ, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ

Madhusudan Das Picture
Published On

ପୁରୀ: ପୁଣି ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ ମିଡିଆରେ ଭାଇରାଲ। ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ।ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ଭାଇରାଲ କରିଛନ୍ତି ମୋହିତ ନାମକ ଯୁବକ। ନିଜ ଇନଷ୍ଟାଗ୍ରାମ ଆଇଡିରେ ଅପଲୋଡ଼ କରିଛନ୍ତି ଶ୍ରୀମନ୍ଦିର ଭିତର ଫଟୋ। ଶ୍ରୀମନ୍ଦିର ଆନନ୍ଦ ବଜାରରେ ଫଟୋ ଉଠାଇଥିବା ଦେଖିବାକୁ ମିଳିଛି। ଫଟୋ ଭାଇରାଲ ପରେ ଶ୍ରୀମନ୍ଦିରର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସେପଟେ ଫଟୋ ଭାଇରାଲ ଘଟଣାକୁ ନେଇ ପୁରୀ ଏସପି ପ୍ରତୀକ ସିଂ କହିଛନ୍ତି ଘଟଣାକୁ ନେଇ ତଦନ୍ତ କରାଯାଉଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଆହୁରି ପଢ଼ନ୍ତୁ: ବେଦାନ୍ତ ଲାଞ୍ଜିଗଡ଼ କାର୍ଯ୍ୟକ୍ଷେତ୍ରରେ ଜରୁରୀକାଳୀନ ମକ୍ ଡ୍ରିଲ୍ ସହିତ ଶୂନ୍ୟ କ୍ଷତି ପ୍ରତିବଦ୍ଧତାକୁ ସୁଦୃଢ଼ କରିଛି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp