ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ସେଫ୍‌ ତଥା ଉଦ୍ୟୋଗୀ ବିକାଶ ଖାନ୍ନା

The Sakala Picture
Published On

ଭୁବନେଶ୍ବର: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ସେଫ୍‌, ଉଦ୍ୟୋଗୀ ତଥା ଲେଖକ ବିକାଶ ଖାନ୍ନା ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆଲୋଚନା କରିଛନ୍ତି । ନିକଟରେ ଶ୍ରୀ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନିୟୁୟର୍କ ସହରର ଟାଇମ୍‌ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାର ରହିଥିଲେ । ଏହି ଆଲୋଚନା ସମୟରେ ଶ୍ରୀ ଖାନ୍ନା ଓଡିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ ପରମ୍ପରାର ଉଚ୍ଚପ୍ରଶଂସା […]

ଭୁବନେଶ୍ବର: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ସେଫ୍‌, ଉଦ୍ୟୋଗୀ ତଥା ଲେଖକ ବିକାଶ ଖାନ୍ନା ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆଲୋଚନା କରିଛନ୍ତି । ନିକଟରେ ଶ୍ରୀ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନିୟୁୟର୍କ ସହରର ଟାଇମ୍‌ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାର ରହିଥିଲେ ।
ଏହି ଆଲୋଚନା ସମୟରେ ଶ୍ରୀ ଖାନ୍ନା ଓଡିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ ପରମ୍ପରାର ଉଚ୍ଚପ୍ରଶଂସା କରିଥିଲେ । ପୁରୀରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ ସମୟରେ ତାଙ୍କର ସୁଖଦ ଆଧ୍ୟାତ୍ମିକ ଅନୁଭୂତି ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ। ବିକାଶ କ୍ଷେତ୍ରରେ ଓଡିଶା ଦ୍ରୁତ ଅଗ୍ରଗତି କରୁଛି ବୋଲି ମତଦେଇ ମୁଖ୍ୟମନ୍ତ୍ରୀଙ୍କ ଦୃଢ ଓ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ତଥା ମାନବବାଦୀ ଚିନ୍ତାଧାରାର ଉଚ୍ଚପ୍ରଶଂସା କରିଥିଲେ। କୋଣାର୍କ ଚକ୍ର ବିଶ୍ବ  ଏକତାର ପ୍ରତୀକ ବୋଲି ସେ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ଶ୍ରୀ ଖାନ୍ନାଙ୍କ ସୃଜନଶୀଳତା ଓ ଔଦ୍ୟୋଗୀକ ମନୋଭାବର ପ୍ରଶଂସା କରିଥିଲେ ଏବଂ  ତାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କରିଥିଲେ। ଏହି  ଆଲୋଚନା ସମୟରେ  ୫ଟି ସଚିବ  ଭି କେ  ପାଣ୍ଡିଆନ୍ ଉପସ୍ଥିତ ଥିଲେ।
24 Aug 2023 By The Sakala

https://www.thesakala.in/latest-odisha-news/internationally-renowned-chef-and-vikas-khanna-spoke-to-the-chief-minister/article-24764
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର