ଉତ୍ତରାଞ୍ଚଳ ଡିଆଇଜି ଭାବେ ଯୋଗଦେଲେ ଦୀପକ କୁମାର

The Sakala Picture
Published On

ଭୁବନେଶ୍ୱର: ଉତ୍ତରାଞ୍ଚଳ ଡିଆଇଜି ଭାବେ ଯୋଗଦେଲେ ଦୀପକ କୁମାର । ୨୦୦୪ ବ୍ୟାଚର IPS ଅଫିସର ଦୀପକ ଆଇଜି ନରସିଂହ ଭୋଳଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେଣ୍ଟ୍ରାଲ ଡେପୁଟସନରୁ ଫେରିବା ପରେ ତାଙ୍କୁ ଉତ୍ତରାଞ୍ଚଳ DIG ଭାବେ ରାଜ୍ୟ ସରକାର ଅବସ୍ଥାପିତ କରିଛନ୍ତି । ସବୁ SPଙ୍କ ସହିତ ଆଲୋଚନା କରି ବିଭିନ୍ନ ପ୍ରସଙ୍ଗକୁ ନେଇ ରଣନୀତି ପ୍ରସ୍ତୁତ କରାଯିବ ବୋଲି DIG କହିଛନ୍ତି । ସେ ଆଗରୁ ବଲାଙ୍ଗୀର SP ଭାବେ କାମ […]

ଭୁବନେଶ୍ୱର: ଉତ୍ତରାଞ୍ଚଳ ଡିଆଇଜି ଭାବେ ଯୋଗଦେଲେ ଦୀପକ କୁମାର । ୨୦୦୪ ବ୍ୟାଚର IPS ଅଫିସର ଦୀପକ ଆଇଜି ନରସିଂହ ଭୋଳଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେଣ୍ଟ୍ରାଲ ଡେପୁଟସନରୁ ଫେରିବା ପରେ ତାଙ୍କୁ ଉତ୍ତରାଞ୍ଚଳ DIG ଭାବେ ରାଜ୍ୟ ସରକାର ଅବସ୍ଥାପିତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜଭବନ ସାମ୍ନାରେ ଗର୍ଜିଲା ବିଜେଡି: ରାଜ୍ୟର ଅର୍ଥନୈତିକ ଅଧିକାରକୁ ଛଡ଼ାଇ ନେଇଛି ଡବଲ ଇଞ୍ଜିନ

ସବୁ SPଙ୍କ ସହିତ ଆଲୋଚନା କରି ବିଭିନ୍ନ ପ୍ରସଙ୍ଗକୁ ନେଇ ରଣନୀତି ପ୍ରସ୍ତୁତ କରାଯିବ ବୋଲି DIG କହିଛନ୍ତି । ସେ ଆଗରୁ ବଲାଙ୍ଗୀର SP ଭାବେ କାମ କରିଥିବାରୁ ତାଙ୍କୁ ବିଶେଷ କିଛି ଅସୁବିଧା ହେବନାହିଁ ବୋଲି ମଧ୍ୟ ସେ ସୂଚନା ଦେଇଥିଲେ । ଦାୟିତ୍ବ ଗ୍ରହଣ କାର୍ଯ୍ୟକ୍ରମରେ ଉତ୍ତରାଞ୍ଚଳ ରେଞ୍ଜର ସମସ୍ତ SP ଉପସ୍ଥିତ ରହିଥିଲେ ।

ଆହୁରି ପଢ଼ନ୍ତୁ: ଗୁଳି ଫୁଟାଇ କମନ ସର୍ଭିସ ସେଣ୍ଟରରୁ ୨ ଲକ୍ଷ ଟଙ୍କା ଲୁଟିନେଇ ଦୁର୍ବୃତ୍ତ ଫେରାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର