ମନୋରଞ୍ଜନ

"ଭଲ ଝିଅର ଛବି ଏକ ଛଳନା..." ଦୀପିକା ପାଦୁକୋନଙ୍କୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟ ଉପରେ ସ୍ପଷ୍ଟୀକରଣ ଦେଲେ ନିର୍ଦ୍ଦେଶକ ଇମତିଆଜ୍ ଅଲୀ
ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ

ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ, ବଦଳିଲେ ୫ ଜିଲ୍ଲାର ଏସପିଙ୍କ ସହ ୧୮ ଆଇପିଏସ ଅଧିକାରୀ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ ହୋଇଛି । ସରକାର ୫ ଜଣ ଏସ୍‌ପିଙ୍କ ସମେତ ମୋଟ ୧୮ ଜଣ ଆଇପିଏସ୍‌ ଅଧିକାରୀଙ୍କୁ ବଦଳି କରିଛନ୍ତି। ଏ.ଏମ. ପ୍ରସାଦ ହୋଇଛନ୍ତି ସ୍ପେଶାଲ ଡିଜି HRPC । ସେହିପରି ସୁଧାଂଶୁ ଷଡ଼ଙ୍ଗୀ ହୋଇଛନ୍ତି ଅଗ୍ନିଶମ ଡିଜି । ଆର.କେ. ଶର୍ମା ଅତିରିକ୍ତ ଡିଜିପି (ମୁଖ୍ୟାଳୟ), ହୋଇଥିବାବେଳେ ସଞ୍ଜୟ କୁମାର ଆଇନ ଶୃଙ୍ଖଳା ଓ ଯୋଗାଯୋଗର ଅତିରିକ୍ତ ଡିଜି ହୋଇଛନ୍ତି । ସେହିପରି ଅମିତାଭ ଠାକୁର ହୋଇଛନ୍ତି ପରିବହନ […]

ଭୁବନେଶ୍ୱର: ରାଜ୍ୟରେ ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ ହୋଇଛି । ସରକାର ୫ ଜଣ ଏସ୍‌ପିଙ୍କ ସମେତ ମୋଟ ୧୮ ଜଣ ଆଇପିଏସ୍‌ ଅଧିକାରୀଙ୍କୁ ବଦଳି କରିଛନ୍ତି। ଏ.ଏମ. ପ୍ରସାଦ ହୋଇଛନ୍ତି ସ୍ପେଶାଲ ଡିଜି HRPC । ସେହିପରି ସୁଧାଂଶୁ ଷଡ଼ଙ୍ଗୀ ହୋଇଛନ୍ତି ଅଗ୍ନିଶମ ଡିଜି । ଆର.କେ. ଶର୍ମା ଅତିରିକ୍ତ ଡିଜିପି (ମୁଖ୍ୟାଳୟ), ହୋଇଥିବାବେଳେ ସଞ୍ଜୟ କୁମାର ଆଇନ ଶୃଙ୍ଖଳା ଓ ଯୋଗାଯୋଗର ଅତିରିକ୍ତ ଡିଜି ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଲଭ, ସେକ୍ସ, ଧୋକା ଅଭିଯୋଗରେ ଓଡିଆ ଅଭିନେତା ଗିରଫ, ବିବାହର ପ୍ରତିଶ୍ରୁତି ଦେଇ ରଖିଥିଲେ ଶାରୀରିକ ସମ୍ପର୍କ

ସେହିପରି ଅମିତାଭ ଠାକୁର ହୋଇଛନ୍ତି ପରିବହନ କମିଶନର । ସୁରେଶ ଦେବଦତ୍ତ ସିଂ ଅତିରିକ୍ତ ଡିଜି (ଅପରେସନ) ହୋଇଥିବାବେଳେ ଦୟାଲ ଗଙ୍ଗଓ୍ବାର ଅତିରିକ୍ତ ଡିଜି (ରେଳବାଇ ଓ ଉପକୂଳ ସୁରକ୍ଷା), ରାଜେଶ କୁମାର ଅତିରିକ୍ତ ଡିଜି (ଆଧୁନିକୀକରଣ), ନରସିଂହ ଭୋଳ (ଅବକାରୀ କମିଶନର) ହୋଇଛନ୍ତି । ସେହିପରି ଆଶିଷ ସିଂ ଆଇଜିପି (ସିଆର) ହୋଇଥିବାବେଳେ ରାଜେଶ ପଣ୍ଡିତ ଡିଆଇଜି (ଅଗ୍ନିଶମ ଓ ହୋମଗାର୍ଡ) ଓ ଅଖିଳେଶ୍ବର ସିଂ ହୋଇଛନ୍ତି ଡିଆଇଜି SIW ।

ଆହୁରି ପଢ଼ନ୍ତୁ: ଛେଳିକୁ ଆକ୍ରମଣ କଲା ବୁଲା କୁକୁର, ହେଲେ ମାଡ ଖାଇଲେ ବିଧବା ମହିଳା ଏବଂ ଦିବ୍ୟାଙ୍ଗ ଝିଅ

ସିଏସ ମୀନା ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ହୋଇଛନ୍ତି । ଅନ୍ୟପଟେ ରାଉରକେଲା, ମୟୂରଭଞ୍ଜ, ସମ୍ବଲପୁର, କେନ୍ଦୁଝର ଓ ବଲାଙ୍ଗୀର ଏସପି ବଦଳିଛନ୍ତି । ମିତ୍ରଭାନୁ ମହାପାତ୍ର ରାଉରକେଲା ଏସପି ହୋଇଥିବାବେଳେ ବାତୁଲା ଗଙ୍ଗାଧର ମୟୂରଭଞ୍ଜ, ମୁକେଶ କୁମାର ଭାମୋ ସମ୍ବଲପୁର, କୁଶଲକର ନୀତୀନ ଦାଗୁଡୁ କେନ୍ଦୁଝର, ଖିଲାରି ରିଷିକେଶ ବଲାଙ୍ଗୀର ଏସପି ହୋଇଛନ୍ତି ।

ଆହୁରି ପଢ଼ନ୍ତୁ:  ବଦଳିଲେ ବରିଷ୍ଠ ଆଇପିଏସ ଅଫିସର ଦୟାଲ ଗଙ୍ଗୱାର, ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣାରେ ବିବାଦୀୟ ହୋଇଥିଲେ

18 May 2023 By The Sakala

ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ, ବଦଳିଲେ ୫ ଜିଲ୍ଲାର ଏସପିଙ୍କ ସହ ୧୮ ଆଇପିଏସ ଅଧିକାରୀ

ଭୁବନେଶ୍ୱର: ରାଜ୍ୟରେ ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ ହୋଇଛି । ସରକାର ୫ ଜଣ ଏସ୍‌ପିଙ୍କ ସମେତ ମୋଟ ୧୮ ଜଣ ଆଇପିଏସ୍‌ ଅଧିକାରୀଙ୍କୁ ବଦଳି କରିଛନ୍ତି। ଏ.ଏମ. ପ୍ରସାଦ ହୋଇଛନ୍ତି ସ୍ପେଶାଲ ଡିଜି HRPC । ସେହିପରି ସୁଧାଂଶୁ ଷଡ଼ଙ୍ଗୀ ହୋଇଛନ୍ତି ଅଗ୍ନିଶମ ଡିଜି । ଆର.କେ. ଶର୍ମା ଅତିରିକ୍ତ ଡିଜିପି (ମୁଖ୍ୟାଳୟ), ହୋଇଥିବାବେଳେ ସଞ୍ଜୟ କୁମାର ଆଇନ ଶୃଙ୍ଖଳା ଓ ଯୋଗାଯୋଗର ଅତିରିକ୍ତ ଡିଜି ହୋଇଛନ୍ତି ।

ସେହିପରି ଅମିତାଭ ଠାକୁର ହୋଇଛନ୍ତି ପରିବହନ କମିଶନର । ସୁରେଶ ଦେବଦତ୍ତ ସିଂ ଅତିରିକ୍ତ ଡିଜି (ଅପରେସନ) ହୋଇଥିବାବେଳେ ଦୟାଲ ଗଙ୍ଗଓ୍ବାର ଅତିରିକ୍ତ ଡିଜି (ରେଳବାଇ ଓ ଉପକୂଳ ସୁରକ୍ଷା), ରାଜେଶ କୁମାର ଅତିରିକ୍ତ ଡିଜି (ଆଧୁନିକୀକରଣ), ନରସିଂହ ଭୋଳ (ଅବକାରୀ କମିଶନର) ହୋଇଛନ୍ତି । ସେହିପରି ଆଶିଷ ସିଂ ଆଇଜିପି (ସିଆର) ହୋଇଥିବାବେଳେ ରାଜେଶ ପଣ୍ଡିତ ଡିଆଇଜି (ଅଗ୍ନିଶମ ଓ ହୋମଗାର୍ଡ) ଓ ଅଖିଳେଶ୍ବର ସିଂ ହୋଇଛନ୍ତି ଡିଆଇଜି SIW ।

ସିଏସ ମୀନା ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ହୋଇଛନ୍ତି । ଅନ୍ୟପଟେ ରାଉରକେଲା, ମୟୂରଭଞ୍ଜ, ସମ୍ବଲପୁର, କେନ୍ଦୁଝର ଓ ବଲାଙ୍ଗୀର ଏସପି ବଦଳିଛନ୍ତି । ମିତ୍ରଭାନୁ ମହାପାତ୍ର ରାଉରକେଲା ଏସପି ହୋଇଥିବାବେଳେ ବାତୁଲା ଗଙ୍ଗାଧର ମୟୂରଭଞ୍ଜ, ମୁକେଶ କୁମାର ଭାମୋ ସମ୍ବଲପୁର, କୁଶଲକର ନୀତୀନ ଦାଗୁଡୁ କେନ୍ଦୁଝର, ଖିଲାରି ରିଷିକେଶ ବଲାଙ୍ଗୀର ଏସପି ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର