ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ଏଣିକି ୪୮୮ବର୍ଗ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ଶିକ୍ଷକଙ୍କ ବେତନ ସମସ୍ୟା ଦୂର ହେବ

The Sakala Picture
Published On

ଭୁବନେଶ୍ୱର: ଏଣିକି ୪୮୮ ବର୍ଗ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ଶିକ୍ଷକଙ୍କ ବେତନ ସମସ୍ୟା ଦୂର ହେବ। ପୂର୍ବ ପରି ବେତନ ମିଳିବାରେ ଆଉ ସମସ୍ୟା ହେବନି। ବିଳମ୍ବ ମଧ୍ୟ ହେବ ନାହିଁ। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ଯୋଜନା ପ୍ରସ୍ତୁତ ହୋଇଛି। ପୂର୍ବର ବ୍ୟବସ୍ଥା ଅନୁଯାୟୀ ଦରମା ପାଇଁ ଆଉ ଉପ ଜିଲ୍ଲାପାଳ କିମ୍ବା ଅତିରିକ୍ତ ଜିଲ୍ଲାପାଳଙ୍କ ମଞ୍ଜୁରୀକୁ ଅପେକ୍ଷା କରିବାକୁ ପଡ଼ିବନି। ଏଣିକି ବିଭାଗ ସିଧାସଳଖ ସମ୍ପୃକ୍ତ ଶିକ୍ଷକଙ୍କ ଦରମା ଓ […]

ଭୁବନେଶ୍ୱର: ଏଣିକି ୪୮୮ ବର୍ଗ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ଶିକ୍ଷକଙ୍କ ବେତନ ସମସ୍ୟା ଦୂର ହେବ। ପୂର୍ବ ପରି ବେତନ ମିଳିବାରେ ଆଉ ସମସ୍ୟା ହେବନି। ବିଳମ୍ବ ମଧ୍ୟ ହେବ ନାହିଁ। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ଯୋଜନା ପ୍ରସ୍ତୁତ ହୋଇଛି। ପୂର୍ବର ବ୍ୟବସ୍ଥା ଅନୁଯାୟୀ ଦରମା ପାଇଁ ଆଉ ଉପ ଜିଲ୍ଲାପାଳ କିମ୍ବା ଅତିରିକ୍ତ ଜିଲ୍ଲାପାଳଙ୍କ ମଞ୍ଜୁରୀକୁ ଅପେକ୍ଷା କରିବାକୁ ପଡ଼ିବନି। ଏଣିକି ବିଭାଗ ସିଧାସଳଖ ସମ୍ପୃକ୍ତ ଶିକ୍ଷକଙ୍କ ଦରମା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବିଲ୍‍ ସମ୍ପର୍କିତ କ୍ଷେତ୍ରରେ ହସ୍ତକ୍ଷେପ କରିବ। ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ୪୮୮ ବର୍ଗ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବେସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ପାଇଁ ଉଦ୍ଦିଷ୍ଟ ବେତନ ସମ୍ବନ୍ଧୀୟ ବିଲ୍‍ ଗୁଡ଼ିକରେ ଉପ-ଜିଲ୍ଲାପାଳ କିମ୍ବା ଅତିରିକ୍ତ ଜିଲ୍ଲାପାଳଙ୍କ ଦ୍ୱାରା କାଉଣ୍ଟର ଦସ୍ତଖତ କରିବାର ପ୍ରଚଳିତ ବିଧି ବ୍ୟବସ୍ଥାକୁ ଉଚ୍ଛେଦ କରିବା ପାଇଁ ସରକାର ସ୍ଥିର କରିଛନ୍ତି। ଏହା ଦ୍ୱାରା ସମ୍ପୃକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ କରୁଥିବା ଅଧ୍ୟାପକ ଏବଂ ଅଧ୍ୟାପିକାମାନଙ୍କ ବିଭିନ୍ନ ବିଲ୍‍ଗୁଡ଼ିକର ନିର୍ଗମନ ପ୍ରକ୍ରିୟା ଅଧିକ ସୁଗମ ହେବ ବୋଲି ବିଭାଗ ଦର୍ଶାଇଛି।

ଆହୁରି ପଢ଼ନ୍ତୁ: ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣା: ପୋଲିସ ଏନକାଉଣ୍ଟରରେ ଅଭିଯୁକ୍ତ ମୁକେଶ ସାହୁ ଆହତ

10 Jun 2022 By The Sakala

ଏଣିକି ୪୮୮ବର୍ଗ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ଶିକ୍ଷକଙ୍କ ବେତନ ସମସ୍ୟା ଦୂର ହେବ

ଭୁବନେଶ୍ୱର: ଏଣିକି ୪୮୮ ବର୍ଗ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ଶିକ୍ଷକଙ୍କ ବେତନ ସମସ୍ୟା ଦୂର ହେବ। ପୂର୍ବ ପରି ବେତନ ମିଳିବାରେ ଆଉ ସମସ୍ୟା ହେବନି। ବିଳମ୍ବ ମଧ୍ୟ ହେବ ନାହିଁ। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ଯୋଜନା ପ୍ରସ୍ତୁତ ହୋଇଛି। ପୂର୍ବର ବ୍ୟବସ୍ଥା ଅନୁଯାୟୀ ଦରମା ପାଇଁ ଆଉ ଉପ ଜିଲ୍ଲାପାଳ କିମ୍ବା ଅତିରିକ୍ତ ଜିଲ୍ଲାପାଳଙ୍କ ମଞ୍ଜୁରୀକୁ ଅପେକ୍ଷା କରିବାକୁ ପଡ଼ିବନି। ଏଣିକି ବିଭାଗ ସିଧାସଳଖ ସମ୍ପୃକ୍ତ ଶିକ୍ଷକଙ୍କ ଦରମା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବିଲ୍‍ ସମ୍ପର୍କିତ କ୍ଷେତ୍ରରେ ହସ୍ତକ୍ଷେପ କରିବ। ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ୪୮୮ ବର୍ଗ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବେସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ପାଇଁ ଉଦ୍ଦିଷ୍ଟ ବେତନ ସମ୍ବନ୍ଧୀୟ ବିଲ୍‍ ଗୁଡ଼ିକରେ ଉପ-ଜିଲ୍ଲାପାଳ କିମ୍ବା ଅତିରିକ୍ତ ଜିଲ୍ଲାପାଳଙ୍କ ଦ୍ୱାରା କାଉଣ୍ଟର ଦସ୍ତଖତ କରିବାର ପ୍ରଚଳିତ ବିଧି ବ୍ୟବସ୍ଥାକୁ ଉଚ୍ଛେଦ କରିବା ପାଇଁ ସରକାର ସ୍ଥିର କରିଛନ୍ତି। ଏହା ଦ୍ୱାରା ସମ୍ପୃକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ କରୁଥିବା ଅଧ୍ୟାପକ ଏବଂ ଅଧ୍ୟାପିକାମାନଙ୍କ ବିଭିନ୍ନ ବିଲ୍‍ଗୁଡ଼ିକର ନିର୍ଗମନ ପ୍ରକ୍ରିୟା ଅଧିକ ସୁଗମ ହେବ ବୋଲି ବିଭାଗ ଦର୍ଶାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର