ରାଜ୍ୟର ଲାଗିରହିଛି ତୁହାକୁ ତୁହା ବର୍ଷା; ୯ ଜିଲ୍ଲାରେ ସ୍କୁଲ, କଲେଜ ଛୁଟି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା। ଏଥି ସହିତ କିଛି ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।ପ୍ର ବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ରାୟଗଡ଼ା ଆଦି ୯ ଜିଲ୍ଲାରେ ସବୁ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି ସେହିପରି ଯାଜପୁର ଜିଲ୍ଲାର ୪ଟି ବ୍ଲକରେ ସମସ୍ତ ସ୍କୁଲ ଓ କଲେଜ ଛୁଟି […]

ଭୁବନେଶ୍ୱର: ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା। ଏଥି ସହିତ କିଛି ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।ପ୍ର ବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ରାୟଗଡ଼ା ଆଦି ୯ ଜିଲ୍ଲାରେ ସବୁ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି ସେହିପରି ଯାଜପୁର ଜିଲ୍ଲାର ୪ଟି ବ୍ଲକରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି। କୋରେଇ, ଯାଜପୁର, ବିଞ୍ଝାରପୁର ଓ ଦଶରଥପୁରରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି। ପ୍ରବଳ ବର୍ଷା ଓ ବନ୍ୟା ସମ୍ଭାବନା ଥିବାରୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ।

ଆହୁରି ପଢ଼ନ୍ତୁ: ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ବିଭତ୍ସ ହତ୍ୟା ! ଧାନ କିଆରୀରୁ ମୃତଦେହ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp