ବାଣ କାରଖାନାରେ ବିସ୍ଫୋରଣ: ୨ମୃତ, ୩ ଗୁରୁତର

The Sakala Picture
Published On

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ଇଚ୍ଛାପୁର ଠାରେ ଥିବା ବାବା ମାଧୁରୀ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ  ଏହି ବିସ୍ଫୋରଣରେ ୨ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି।  ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତାହତଙ୍କ ପରିଚୟ ମିଳିପାରି ନାହିଁ ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

28 Feb 2023 By The Sakala

ବାଣ କାରଖାନାରେ ବିସ୍ଫୋରଣ: ୨ମୃତ, ୩ ଗୁରୁତର

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ଇଚ୍ଛାପୁର ଠାରେ ଥିବା ବାବା ମାଧୁରୀ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ  ଏହି ବିସ୍ଫୋରଣରେ ୨ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି।  ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତାହତଙ୍କ ପରିଚୟ ମିଳିପାରି ନାହିଁ ।

https://www.thesakala.in/latest-odisha-news/jagatsinghpur/fire-crackers-explosion-2-dead-3-injured-in-jagatsinghpur/article-19393
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର