ବନ୍ୟା ସ୍ଥିତି ପାଇଁ ଜଗତସିଂହପୁରର ୩ଟି ଓ ଭଦ୍ରକର ୪ଟି ବ୍ଲକରେ ସବୁ ସ୍କୁଲ ଛୁଟି

The Sakala Picture
Published On

ଭଦ୍ରକ/ଜଗତସିଂହପୁର: ବନ୍ୟା ସ୍ଥିତି ପାଇଁ ଭଦ୍ରକ ଜିଲ୍ଲାର ୪ଟି ବ୍ଲକରେ ଥିବା ସମସ୍ତ ସ୍କୁଲ ଆଜି ଛୁଟି ଘୋଷଣା କରାଯାଇଥିବା ବେଳେ ଜଗତସିଂହପୁରର ୩ଟି ବ୍ଲକର ସ୍କୁଲ ଛୁଟି ଘୋଷଣା କରାଯାଇଛି। ଭଦ୍ରକର ଭଣ୍ଡାରିପୋଖରୀ, ତିହିଡ଼ି, ଧାମନଗର ଓ ଚାନ୍ଦବାଲି ବ୍ଲକ୍‌ରେ ସ୍କୁଲ ଛୁଟି ରହିବ ବୋଲି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ରାଜ୍ୟରେ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ଗାଁ ଜଳବନ୍ଦୀ ଥିବା ବେଳେ ରାସ୍ତା ଉପରେ ପାଣି ଚାଲୁଛି। […]

ଭଦ୍ରକ/ଜଗତସିଂହପୁର: ବନ୍ୟା ସ୍ଥିତି ପାଇଁ ଭଦ୍ରକ ଜିଲ୍ଲାର ୪ଟି ବ୍ଲକରେ ଥିବା ସମସ୍ତ ସ୍କୁଲ ଆଜି ଛୁଟି ଘୋଷଣା କରାଯାଇଥିବା ବେଳେ ଜଗତସିଂହପୁରର ୩ଟି ବ୍ଲକର ସ୍କୁଲ ଛୁଟି ଘୋଷଣା କରାଯାଇଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ଭଦ୍ରକର ଭଣ୍ଡାରିପୋଖରୀ, ତିହିଡ଼ି, ଧାମନଗର ଓ ଚାନ୍ଦବାଲି ବ୍ଲକ୍‌ରେ ସ୍କୁଲ ଛୁଟି ରହିବ ବୋଲି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ରାଜ୍ୟରେ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ଗାଁ ଜଳବନ୍ଦୀ ଥିବା ବେଳେ ରାସ୍ତା ଉପରେ ପାଣି ଚାଲୁଛି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ସେହିପରି ଜଗତସିଂହପୁର ଜିଲ୍ଲାର ରଘୁନାଥପୁର, ତିର୍ତ୍ତୋଲ ଓ କୁଜଙ୍ଗ ବ୍ଲକର ୨୫ଟି ସ୍କୁଲ ଛୁଟି ଘୋଷଣା କରାଯାଇଛି। ବନ୍ୟା ପରି ସ୍ଥିତିକୁ ଦୃଷ୍ଟିରେ ରଖି ଏହି ଛୁଟି ଘୋଷଣା କରାଯାଇଛି। ଏ ନେଇ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

04 Aug 2023 By The Sakala

ବନ୍ୟା ସ୍ଥିତି ପାଇଁ ଜଗତସିଂହପୁରର ୩ଟି ଓ ଭଦ୍ରକର ୪ଟି ବ୍ଲକରେ ସବୁ ସ୍କୁଲ ଛୁଟି

ଭଦ୍ରକ/ଜଗତସିଂହପୁର: ବନ୍ୟା ସ୍ଥିତି ପାଇଁ ଭଦ୍ରକ ଜିଲ୍ଲାର ୪ଟି ବ୍ଲକରେ ଥିବା ସମସ୍ତ ସ୍କୁଲ ଆଜି ଛୁଟି ଘୋଷଣା କରାଯାଇଥିବା ବେଳେ ଜଗତସିଂହପୁରର ୩ଟି ବ୍ଲକର ସ୍କୁଲ ଛୁଟି ଘୋଷଣା କରାଯାଇଛି।

ଭଦ୍ରକର ଭଣ୍ଡାରିପୋଖରୀ, ତିହିଡ଼ି, ଧାମନଗର ଓ ଚାନ୍ଦବାଲି ବ୍ଲକ୍‌ରେ ସ୍କୁଲ ଛୁଟି ରହିବ ବୋଲି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ରାଜ୍ୟରେ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ଗାଁ ଜଳବନ୍ଦୀ ଥିବା ବେଳେ ରାସ୍ତା ଉପରେ ପାଣି ଚାଲୁଛି।

ସେହିପରି ଜଗତସିଂହପୁର ଜିଲ୍ଲାର ରଘୁନାଥପୁର, ତିର୍ତ୍ତୋଲ ଓ କୁଜଙ୍ଗ ବ୍ଲକର ୨୫ଟି ସ୍କୁଲ ଛୁଟି ଘୋଷଣା କରାଯାଇଛି। ବନ୍ୟା ପରି ସ୍ଥିତିକୁ ଦୃଷ୍ଟିରେ ରଖି ଏହି ଛୁଟି ଘୋଷଣା କରାଯାଇଛି। ଏ ନେଇ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି।

https://www.thesakala.in/latest-odisha-news/jagatsinghpur/school-holidays-in-3-blocks-of-jagatsinghpur-and-4-blocks-of-bhadrak-due-to-flood-situation/article-24109
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର