ମନୋରଞ୍ଜନ

ହୃଦଘାତରେ ଆଖି ବୁଜିଲେ ବଲିଉଡର 'କ୍ରାନ୍ତିବୀର' ବର୍ଷୀୟାନ ଅଭିନେତା ନାନା ପାଟେକର
ଚେକ୍ ବାଉନ୍ସ ମାମଲା: ସୁପ୍ରିମକୋର୍ଟରେ ହାଜର ହେଲେ ରାଜପାଲ ଯାଦବ, ୧.୧୫ କୋଟି ଟଙ୍କା ଜମା କରିବାକୁ ନିର୍ଦ୍ଦେଶ
ଇଣ୍ଡୋନେସିଆରେ ବଲିଉଡ୍ ଅଭିନେତ୍ରୀ ନୁସରତ ଭରୁଚାଙ୍କ ବଡ଼ ଦୁର୍ଘଟଣା: ମେରୁଦଣ୍ଡରେ ଫ୍ରାକ୍ଚର, ଏୟାର ଆମ୍ବୁଲାନ୍ସରେ ଫେରିବେ ଭାରତ
ଏଆଇ କମ୍ପାନୀ ବିରୋଧରେ କୋର୍ଟରେ ପହଞ୍ଚିଲେ ଉର୍ବଶୀ ରୌତେଲା, ମାଗିଲେ ୭୦୦୦ କୋଟି ଟଙ୍କାର କ୍ଷତିପୂରଣ
ବଲିଉଡ୍ ଅଭିନେତା ମୁସ୍ତାକ ଖାନଙ୍କ ପରଲୋକ, ୫୭ ବର୍ଷ ବୟସରେ କ୍ୟାନ୍‌ସରରେ ଆଖି ବୁଜିଲେ ଅଭିନେତା
ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଜାତୀୟ ପୁରସ୍କାର ପାଇଲେ ୟାମି ଗୌତମ; କହିଲେ, ‘ଏବେ ବି ନିଜକୁ ନୂଆ କଳାକାର ଭଳି ଲାଗୁଛି’

ଜୀବନଚର୍ଯ୍ୟା

କ'ଣ ଜୁମ୍ବା ପ୍ରକୃତରେ ଏକ ଫୁଲ୍-ବଡି ୱାର୍କଆଉଟ୍ ହୋଇପାରେ? ଜାଣନ୍ତୁ ଫିଟନେସ୍ ବିଶେଷଜ୍ଞଙ୍କ ମତ
ଦିନ ତମାମ ପରିଶ୍ରମ ପରେ ଶାନ୍ତିରେ ଶୋଇବା ପାଇଁ ଅସୁବିଧା ହେଉଛି କି? ଶୋଇବା ପୂର୍ବରୁ କରନ୍ତୁ ଏହି ସହଜ ଯୋଗାସନ
କେଶ ଝଡ଼ିବା ସମସ୍ୟାରୁ ମୁକ୍ତି ଦେବ ପିଆଜ ଚୋପା, ଜାଣନ୍ତୁ କଳା ଏବଂ ଘନ କେଶ ପାଇଁ ଏହାର ବ୍ୟବହାର
ଲିଭର ପାଇଁ ବରଦାନ ସାଜିବ କଫି: ୧୩ ବର୍ଷର ରିସର୍ଚ୍ଚରୁ ମିଳିଲା ବଡ଼ ଖୁସି ଖବର
ମଦ୍ୟପାନକୁ 'ନା' କହୁଛି ଆଜିର ଯୁବପିଢ଼ି: ସ୍ୱାସ୍ଥ୍ୟ ଓ ମାନସିକ ଶାନ୍ତି ପାଇଁ ବଦଳୁଛି ଜୀବନଶୈଳୀ
ଗର୍ଭାବସ୍ଥାର ତୃତୀୟ ତ୍ରୈମାସିକରେ ନିଦ୍ରାହୀନତା ସମସ୍ୟା ଦେଖାଦେଉଛି କି? ଜାଣନ୍ତୁ ବିଶେଷଜ୍ଞ ଡାକ୍ତର ସୁଶ୍ରୁତା ମୋକଦମ୍‌ଙ୍କ ପରାମର୍ଶ

ଜଗତସିଂହପୁର

ଘର ଭିତରେ ଭୟଙ୍କର ବାଣ ବିସ୍ଫୋରଣ; ବାପା ମୃତ, ପୁଅ ସମେତ ୬ ଜଣ ଗୁରୁତର

ଜଗତସିଂହପୁର: ବାଣ ବିସ୍ପୋରଣରେ ବାପା ମୃତ, ପୁଅ ସମେତ ୬ଜଣ ଗୁରୁତର ଆହତ । ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ତିର୍ତ୍ତୋଲ ଥାନା ଅଧୀନରେ ଥିବା ଚାନ୍ଦପୁର ଗାଁରେ ଘଟିଛି ଏପରି ଅଭାବନୀୟ ଅଘଟଣ । ଘର ଭିତରେ ଭୟାବହ ବାଣ ବିସ୍ଫୋରଣ ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୬ ଜଣ ଗୁରୁତର...
ଓଡ଼ିଶା  ଜଗତସିଂହପୁର 

ଏଏମ୍/ଏନ୍ଏସ୍ ଇଣ୍ଡିଆ ପକ୍ଷରୁ ଜାତୀୟ ପୋଷଣ ମାସ ପାଳିତ

ଭୁବନେଶ୍ୱର: ଆର୍ସଲରମିତ୍ତଲ ନିପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ପକ୍ଷରୁ ଏହାର ପ୍ରମୁଖ ସିଏସ୍ଆର ପ୍ରକଳ୍ପ ‘ଆରୋଗ୍ୟ’ ଅନ୍ତର୍ଗତ ସ୍ଥାନୀୟ ଲୋକମାନଙ୍କ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ପ୍ରତି ପ୍ରତିବଦ୍ଧତାର ଏକ ଅଂଶସ୍ୱରୂପ ଓଡ଼ିଶାରେ ଏହାର ବିଭିନ୍ନ କାର୍ଯ୍ୟକ୍ଷେତ୍ରରେ ଜାତୀୟ ପୋଷଣ ମାସ ପାଳିତ ହୋଇଯାଇଛି। ପାରାଦ୍ୱୀପରେ, ବିଶେଷ ଭାବେ ମହିଳା ଓ କିଶୋରୀମାନଙ୍କ ମଧ୍ୟରେ ପୋଷଣ...
ଜଗତସିଂହପୁର 

ସମ୍ପତ୍ତି ଆଗରେ ସମ୍ପର୍କ ତୁଚ୍ଛ: ସାନଭାଇକୁ ଚାପଡରେ ହାଣିଲା ବଡଭାଇ

ଜଗତସିଂହପୁର: ସମ୍ପତ୍ତି ଆଗରେ ତୁଚ୍ଛ ହେଲା ରକ୍ତ ସମ୍ପର୍କ । ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଦୁଇ ଭାଇ ମଧ୍ୟରେ ରକ୍ତାତ ସଂଘର୍ଷ । ସମ୍ପତ୍ତି ପାଇଁ ସାନଭାଇକୁ ଚାପଡରେ ହାଣି ପକାଇଲା ବଡଭାଇ । ଜଗତସିଂହପୁର ତରିକୁନ୍ଦ ଅଞ୍ଚଳରେ ଘଟିଛି ଏପରି ଅଭାବନୀୟ ଘଟଣା । ଜମିବାଡ଼ି ବିବାଦକୁ ନେଇ ଦୁଇ ସାବତ ଭାଇ...
ଓଡ଼ିଶା  ଜଗତସିଂହପୁର 

ଏରସମା ଶିଆଳି ବେଳାଭୂମି ନିକଟରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭାଙ୍ଗି ନେଇଗଲେ ଦୁବୃର୍ତ୍ତ

ଜଗତସିଂହପୁର: ଭାଙ୍ଗିଦେଲେ ବିଜୁ ପ୍ରତିମୂର୍ତ୍ତି । ଜଗତସିଂହପୁର ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଶିଆଳୀ ବେଳାଭୂମିରେ ଥିବା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଏକ ପ୍ରତିମୂର୍ତ୍ତିକୁ ଦୁର୍ବୃତ୍ତମାନେ ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ବୁଧବାର ବିଳମ୍ବିତ ରାତିରେ କିଛି ଅଜ୍ଞାତ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିବା ଜଣାପଡିଛି। ଗୁରୁବାର ସକାଳେ ପର୍ଯ୍ୟଟକ ଏବଂ ସ୍ଥାନୀୟ ଲୋକେ...
ଓଡ଼ିଶା  ଜଗତସିଂହପୁର 

ବିରିୟାନୀ ଖରାପ ବୋଲି କହିବାରୁ ଗ୍ରାହକଙ୍କୁ ନିର୍ଦ୍ଧୁମ ମାଡ଼, ମୁଣ୍ଡ ଫଟାଇ ରାସ୍ତାରେ ଫିଙ୍ଗିଦେଲେ ହୋଟେଲ କର୍ମଚାରୀ

ଜଗତସିଂହପୁର: ବାସି ବିରିୟାନୀ ଦେଇଛ । ବିରିୟାନୀ ଆମ୍ବିଳା ଲାଗୁଛି, ଗନ୍ଧାଉଛି କହିବାରୁ ଗ୍ରାହକଙ୍କୁ ନିଧୂମ ମାଡ ମାରିଲେ ହୋଟେଲ କର୍ମଚାରୀ। ମୁଣ୍ଡ ଫଟାଇ ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାସ୍ତାରେ ଫିଙ୍ଗିଦେଲେ ହୋଟେଲ କର୍ମଚାରୀ । ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅଞ୍ଚଳରେ ଘଟିଛି ଘଟଣା । ବିରିୟାନୀକୁ ବାସି କହିବାରୁ ହୋଟେଲ କର୍ମଚାରୀ ଆକ୍ରମଣ...
ଓଡ଼ିଶା  ଜଗତସିଂହପୁର 

ଜମିବାଡ଼ି ବିବାଦ: ପୋଲିସ ଉପସ୍ଥିତିରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ !

ଜଗତସିଂହପୁର: ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ । ସଦର ଥାନା ଠାରୁ ମାତ୍ର ୨୦୦ ମିଟର ଦୂରରେ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ପିସିଆର ସାମ୍ନାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । ଜଗତସିଂହପୁର ଜିଲ୍ଲାରେ ଏପରି ଏକ ଭିଡିଓ ଭାଇରାଲ୍ ହୋଇଛି । ଏ ବାବଦରେ ସଦର ଥାନାରେ ଏତଲା ହୋଇଥିଲେ ମଧ୍ୟ...
ଓଡ଼ିଶା  ଜଗତସିଂହପୁର 

ଡିଆରଡିଏ ମହିଳା ୱାସ ରୁମରେ ଲାଗିଥିଲା ସିକ୍ରେଟ୍ କ୍ୟାମେରା; କିଏ ଓ କେଉଁ ଉଦେଶ୍ୟରେ ଲଗାଇଥିଲା ତାହା ଅସ୍ପଷ୍ଟ

ଜଗତସିଂହପୁର:  ଜଗତସିଂହପୁର ଜିଲ୍ଲା ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସ୍‌ ରୁମରେ ଲାଗିଥିଲା ସିକ୍ରେଟ କ୍ୟାମେରା । ଜଣେ ମହିଳା କର୍ମଚାରୀ ୱାସରୁମ ଯାଇଥିବା ବେଳେ କ୍ୟାମେରାଟି ଖସି ପଡ଼ିଥିଲା। କ୍ୟାମେରା ଉଦ୍ଧାର ହେବା ପରେ ଏବେ ଚାଞ୍ଚଲ୍ୟ। ତେବେ ଏହି କ୍ୟାମେରା କିଏ ଓ କେଉଁ ଉଦେଶ୍ୟରେ ଲଗାଇଥିଲା ତାହା ଜଣାପଡିନି । ଏ ବାବଦରେ...
ଓଡ଼ିଶା  ବଡ ଖବର  ଜଗତସିଂହପୁର 

ନିର୍ବନ୍ଧ ପରେ ଯୁବତୀଙ୍କୁ ହତ୍ୟା ଘଟଣା: ଜାମସେଦପୁରରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କଲା ପୋଲିସ

ଜଗତସିଂହପୁର: ନିର୍ବନ୍ଧ ପରେ ଯୁବତୀଙ୍କୁ ହତ୍ୟା ଘଟଣା । ଗିରଫ ହେଲା ସୈତାନ ପ୍ରେମିକ । ଜାମସେଦପୁରରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କଲା ଜଗତସିଂହପୁର ପୋଲିସ । ନିର୍ବନ୍ଧର ୩ ଦିନ ପରେ ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣାରେ ବନ୍ଧା ହେଲା ଅଭିଯୁକ୍ତ । ଅନ୍ୟ ଜଣେ ଯୁବକଙ୍କ ସହ ପ୍ରେମିକାର ନିର୍ବନ୍ଧ ହେବାରୁ ମୁଗ...
ଓଡ଼ିଶା  ଜଗତସିଂହପୁର 

ସରିଥିଲା ନିର୍ବନ୍ଧ, ବିବାହର କିଛି ଦିନ ପୂର୍ବରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା

ଜଗତସିଂହପୁର: ସରିଥିଲା ନିର୍ବନ୍ଧ, ଆଉ ମାତ୍ର କିଛି ଦିନ ପରେ ପଡିଥାନ୍ତା ହାତଗଣ୍ଠି । ହେଲେ ବିବାହ ପୂର୍ବରୁ ସବୁକିଛି ହୋଇଗଲା ଓଲଟପାଲଟ । ବାହାଘର ପୂର୍ବରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା । ବିଲରୁ ଉଦ୍ଧାର ହେଲା ଯୁବତୀଙ୍କ ଅର୍ଦ୍ଧଉଲଗ୍ନ ମୃତଦେହ । ଅତି ନିର୍ମମ ଭାବେ ଯୁବତୀଙ୍କ ବେକ କାଟି ହତ୍ୟା ପରେ ବିଲରେ...
ଓଡ଼ିଶା  ବଡ ଖବର  ଜଗତସିଂହପୁର 

ନାବାଳକ ଛାତ୍ରକୁ ପୁଲିସର ଥାର୍ଡ ଡିଗ୍ରି ଅଭିଯୋଗ, ରାଜ୍ୟ ମାନବାଧିକାର କମିଶନ୍‌ଙ୍କ ନିକଟରେ ଫେରାଦ୍‌

ଜଗତସିଂହପୁର: ନାବାଳକ ଛାତ୍ରକୁ ପୁଲିସର ଥାର୍ଡ ଡିଗ୍ରି । ଏଭଳି ସାଂଘାତିକ ଅଭିଯୋଗ ଆସିଛି ଜଗତସିଂହପୁର ଜିଲ୍ଲା ସଦର ଥାନା ପୁଲିସ ବିରୋଧରେ । ଥାନା ଭିତରେ ଜଣେ ନାବାଳକ ଓ ତା’ର ମା’କୁ ମାଡ଼ ମରାଯାଇଥିବା ନେଇ ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ମହିଳାଙ୍କ ସ୍ବାମୀଙ୍କ ବିରୋଧରେ ଚୋରି ଏବଂ ବେଆଇନ୍ ବନ୍ଧୁକ...
ଓଡ଼ିଶା  ଜଗତସିଂହପୁର 

ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀ ରଶ୍ମି ପରିଜାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା

ଭୁବନେଶ୍ବର: ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀ ରଶ୍ମି ପରିଜାଙ୍କ ଉପରେ ହୋଇଥିବା ସଂଘବଦ୍ଧ ମରଣାନ୍ତକ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ମହିଳାଙ୍କ ଉପରେ ବଢ଼ୁଥିବା ଏପରି ଘଟଣା କଦାପି ଗ୍ରହଣୀୟ ନୁହେଁ। ଶାନ୍ତିପ୍ରିୟ ଓଡ଼ିଶାରେ ଅଶାନ୍ତିର ଏ ବାତାବରଣ ଜନମାନସକୁ ଆତଙ୍କିତ କରୁଛି। ଅସାମାଜିକ ବ୍ୟକ୍ତି ଅପରାଧ...
ଓଡ଼ିଶା  ବଡ ଖବର  ଜଗତସିଂହପୁର 

କୁଜଙ୍ଗ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ : ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଗର୍ଭସ୍ଥ ଶିଶୁ ମୃତ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ତେବେ ତାଙ୍କର ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁସାରେ ଜଗତସିଂହପୁର ମେଡ଼ିକାଲ ନବମ ଶ୍ରେଣୀ ଛାତ୍ରୀ ଶିଶୁ ପୁତ୍ର ଜନ୍ମ ଦେଇଥିଲେ। ତେବେ ଡାକ୍ତର ଶିଶୁ ପୁତ୍ରକୁ ମୃତ ଘୋଷଣା କରିଛନ୍ତି। ତେବେ ନାବାଳିକା ମା’ ରକ୍ତ ହୀନତାର ଶିକାର ହୋଇଥିବା ଜଣାପଡିଛି। ବର୍ତ୍ତମାନ ନାବାଳିକା ଜଣଙ୍କ ଜଗତସିଂହପୁର ମେଡିକାଲରେ […]
ଓଡ଼ିଶା  ବଡ ଖବର  ଜଗତସିଂହପୁର