କୁଜଙ୍ଗ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ : ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଗର୍ଭସ୍ଥ ଶିଶୁ ମୃତ

The Sakala Picture
Published On

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ତେବେ ତାଙ୍କର ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁସାରେ ଜଗତସିଂହପୁର ମେଡ଼ିକାଲ ନବମ ଶ୍ରେଣୀ ଛାତ୍ରୀ ଶିଶୁ ପୁତ୍ର ଜନ୍ମ ଦେଇଥିଲେ। ତେବେ ଡାକ୍ତର ଶିଶୁ ପୁତ୍ରକୁ ମୃତ ଘୋଷଣା କରିଛନ୍ତି। ତେବେ ନାବାଳିକା ମା’ ରକ୍ତ ହୀନତାର ଶିକାର ହୋଇଥିବା ଜଣାପଡିଛି। ବର୍ତ୍ତମାନ ନାବାଳିକା ଜଣଙ୍କ ଜଗତସିଂହପୁର ମେଡିକାଲରେ […]

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ତେବେ ତାଙ୍କର ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଜଣାଯାଇଛି।

ଆହୁରି ପଢ଼ନ୍ତୁ: ଏରସମା ଶିଆଳି ବେଳାଭୂମି ନିକଟରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭାଙ୍ଗି ନେଇଗଲେ ଦୁବୃର୍ତ୍ତ

ମିଳିଥିବା ସୂଚନା ଅନୁସାରେ ଜଗତସିଂହପୁର ମେଡ଼ିକାଲ ନବମ ଶ୍ରେଣୀ ଛାତ୍ରୀ ଶିଶୁ ପୁତ୍ର ଜନ୍ମ ଦେଇଥିଲେ। ତେବେ ଡାକ୍ତର ଶିଶୁ ପୁତ୍ରକୁ ମୃତ ଘୋଷଣା କରିଛନ୍ତି। ତେବେ ନାବାଳିକା ମା’ ରକ୍ତ ହୀନତାର ଶିକାର ହୋଇଥିବା ଜଣାପଡିଛି। ବର୍ତ୍ତମାନ ନାବାଳିକା ଜଣଙ୍କ ଜଗତସିଂହପୁର ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ଆବଶ୍ୟକତା ପଡିଲେ କଟକ ସ୍ଥାନାନ୍ତର କରାଯାଇପାରେ ବୋଲି ଜଣାପଡିଛି। ସେପଟେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଖବର ପାଇ କୁଜଙ୍ଗ ପୁଲିସ ପକ୍ଷରୁ ତନାଘନା ଆରମ୍ଭ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର