ବହି ଗୋଦାମର ବିସ୍ଫୋରଣ, ଜଳିଗଲା ୫୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ବହିଖାତା

The Sakala Picture
Published On

ଜଗତସିଂହପୁର :  ବିସ୍ଫୋରଣରେ ଜଳିଗଲା ବହି ଗୋଦାମ। ଜଗସିଂହପୁର ବାଲିକୁଦା ଥାନା ଜନତା କୋଠି ନିକଟ ବହି ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ବହି ଜଳି ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ୩ ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ନିଆଁ ଲାଗିବାର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

23 Mar 2025 By The Sakala

ବହି ଗୋଦାମର ବିସ୍ଫୋରଣ, ଜଳିଗଲା ୫୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ବହିଖାତା

ଜଗତସିଂହପୁର :  ବିସ୍ଫୋରଣରେ ଜଳିଗଲା ବହି ଗୋଦାମ। ଜଗସିଂହପୁର ବାଲିକୁଦା ଥାନା ଜନତା କୋଠି ନିକଟ ବହି ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ବହି ଜଳି ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ୩ ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ନିଆଁ ଲାଗିବାର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର