ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ଇଚ୍ଛାପୁର ଠାରେ ଥିବା ବାବା ମାଧୁରୀ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ ଏହି ବିସ୍ଫୋରଣରେ ୨ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତାହତଙ୍କ ପରିଚୟ ମିଳିପାରି ନାହିଁ ।
ବାଣ କାରଖାନାରେ ବିସ୍ଫୋରଣ: ୨ମୃତ, ୩ ଗୁରୁତର