ପାରାଦୀପ: ପାରାଦୀପ ନେହରୁ ବଙ୍ଗଳା ମାଛଧରା ବନ୍ଦରରେ ନିଆଁ ଲାଗି ୧୦ରୁ ଅଧିକ ବୋଟ୍ ଜଳିଯାଇଛି । ପ୍ରଥମେ ଗୋଟିଏ ବୋଟରେ ନିଆଁ ଲାଗିବା ପରେ ଧିରେ ଧିରେ ଅନ୍ୟ ବୋଟରେ ନିଆଁ ଧରିଥିଲା । ବୋଟରେ ଡିଜେଲ ଥିବାରୁ ନିଆଁ ତୀବ୍ର ବେଗରେ ପାଖରେ ଥିବା ବୋଟରେ ଲାଗିଯାଇଥିଲା । ଘଟଣାସ୍ଥଳରେ ୬ଟି ଅଗ୍ନିଶମ ବାହିନୀ ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି । ତେବେ ନିଆଁ କିଭଳି ଲାଗିଲା ସେନେଇ କିଛି ସ୍ପଷ୍ଟ ସୂଚନା ନାହିଁ ।
ଜଳିଗଲା ୧୦ରୁ ଅଧିକ ମାଛଧରା ବୋଟ୍
ପାରାଦୀପ: ପାରାଦୀପ ନେହରୁ ବଙ୍ଗଳା ମାଛଧରା ବନ୍ଦରରେ ନିଆଁ ଲାଗି ୧୦ରୁ ଅଧିକ ବୋଟ୍ ଜଳିଯାଇଛି । ପ୍ରଥମେ ଗୋଟିଏ ବୋଟରେ ନିଆଁ ଲାଗିବା ପରେ ଧିରେ ଧିରେ ଅନ୍ୟ ବୋଟରେ ନିଆଁ ଧରିଥିଲା । ବୋଟରେ ଡିଜେଲ ଥିବାରୁ ନିଆଁ ତୀବ୍ର ବେଗରେ ପାଖରେ ଥିବା ବୋଟରେ ଲାଗିଯାଇଥିଲା । ଘଟଣାସ୍ଥଳରେ ୬ଟି ଅଗ୍ନିଶମ ବାହିନୀ ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି । ତେବେ ନିଆଁ କିଭଳି ଲାଗିଲା ସେନେଇ କିଛି ସ୍ପଷ୍ଟ ସୂଚନା ନାହିଁ […]