ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀ ରଶ୍ମି ପରିଜାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା

Deviprasad Mohanty Picture
Published On

ଭୁବନେଶ୍ବର: ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀ ରଶ୍ମି ପରିଜାଙ୍କ ଉପରେ ହୋଇଥିବା ସଂଘବଦ୍ଧ ମରଣାନ୍ତକ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ମହିଳାଙ୍କ ଉପରେ ବଢ଼ୁଥିବା ଏପରି ଘଟଣା କଦାପି ଗ୍ରହଣୀୟ ନୁହେଁ। ଶାନ୍ତିପ୍ରିୟ ଓଡ଼ିଶାରେ ଅଶାନ୍ତିର ଏ ବାତାବରଣ ଜନମାନସକୁ ଆତଙ୍କିତ କରୁଛି। ଅସାମାଜିକ ବ୍ୟକ୍ତି ଅପରାଧ ଘଟାଇବାକୁ ଭୟ କରୁନାହାନ୍ତି। ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ସରକାର ଦୋଷୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆଇନ ବ୍ୟବସ୍ଥା ଉପରେ ଲୋକଙ୍କ ଆସ୍ଥା ବଜାୟ ରଖନ୍ତୁ ବୋଲି ନବୀନ କହିଛନ୍ତ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

21 Oct 2025 By Deviprasad Mohanty

ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀ ରଶ୍ମି ପରିଜାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା

ଭୁବନେଶ୍ବର: ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀ ରଶ୍ମି ପରିଜାଙ୍କ ଉପରେ ହୋଇଥିବା ସଂଘବଦ୍ଧ ମରଣାନ୍ତକ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ମହିଳାଙ୍କ ଉପରେ ବଢ଼ୁଥିବା ଏପରି ଘଟଣା କଦାପି ଗ୍ରହଣୀୟ ନୁହେଁ। ଶାନ୍ତିପ୍ରିୟ ଓଡ଼ିଶାରେ ଅଶାନ୍ତିର ଏ ବାତାବରଣ ଜନମାନସକୁ ଆତଙ୍କିତ କରୁଛି। ଅସାମାଜିକ ବ୍ୟକ୍ତି ଅପରାଧ ଘଟାଇବାକୁ ଭୟ କରୁନାହାନ୍ତି। ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ସରକାର ଦୋଷୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆଇନ ବ୍ୟବସ୍ଥା ଉପରେ ଲୋକଙ୍କ ଆସ୍ଥା ବଜାୟ ରଖନ୍ତୁ ବୋଲି ନବୀନ କହିଛନ୍ତ।

https://www.thesakala.in/latest-odisha-news/jagatsinghpur/naveen-strongly-condemns-the-fatal-attack-on-bjd-worker-rashmi-parija-in-jagatsinghpur/article-42770
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର