ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ନୃସଂଶ ପୁଅ: ବାପାମାଆ ସହ ଭଉଣୀର ମୁଣ୍ଡକୁ ଛେଚି ହତ୍ୟା କଲା …

The Sakala Picture
Published On

ଜଗତସିଂହପୁର: ନୃସଂଶ ପାଲଟିଲା ପୁଅ। ଗୋଟିଏ ପରିବାରର ତିନି ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କଲା। ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ସହର ଜୟବଡ଼ ଅଞ୍ଚଳରେ। ମୃତକମାନେ ହେଲେ କାଳିଆ ଓରଫ୍ ପ୍ରଶାନ୍ତ ସେଠୀ, ତାଙ୍କ ପତ୍ନୀ କନକଲତା ସେଠୀ ଓ ଝିଅ ରୋଜାଲିନ। ସାନପୁଅ ସୂର୍ଯ୍ୟକାନ୍ତ ସେଠୀ ଏହି ଜଘନ୍ଯ କାଣ୍ଡ ଘଟାଇଥିବା ଜଣାପଡ଼ିଛି। ସେ ପାରିବାରିକ କଳହକୁ କେନ୍ଦ୍ର କରି ବାପା-ମାଆ ସହ ଭଉଣୀକୁ ହତ୍ୟା କରିଛି। ତେବେ କଳହର ମୁଖ୍ୟ […]

ଜଗତସିଂହପୁର: ନୃସଂଶ ପାଲଟିଲା ପୁଅ। ଗୋଟିଏ ପରିବାରର ତିନି ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କଲା। ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ସହର ଜୟବଡ଼ ଅଞ୍ଚଳରେ। ମୃତକମାନେ ହେଲେ କାଳିଆ ଓରଫ୍ ପ୍ରଶାନ୍ତ ସେଠୀ, ତାଙ୍କ ପତ୍ନୀ କନକଲତା ସେଠୀ ଓ ଝିଅ ରୋଜାଲିନ। ସାନପୁଅ ସୂର୍ଯ୍ୟକାନ୍ତ ସେଠୀ ଏହି ଜଘନ୍ଯ କାଣ୍ଡ ଘଟାଇଥିବା ଜଣାପଡ଼ିଛି। ସେ ପାରିବାରିକ କଳହକୁ କେନ୍ଦ୍ର କରି ବାପା-ମାଆ ସହ ଭଉଣୀକୁ ହତ୍ୟା କରିଛି। ତେବେ କଳହର ମୁଖ୍ୟ କାରଣ କ’ଣ, କେଉଁ ପରିସ୍ଥିତରେ ଏ ଭଳି ନାରକୀୟ କାଣ୍ଡ ଘଟାଇଛି ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

ସୂଚନା ଅନୁଯାୟୀ, ରାତି ପ୍ରାୟ ୨ଟାରୁ ସାଢେ ୨ଟା ଭିତରେ ଏହି ଘଟଣା ଘଟିଛି। ଭିତରେ ପଥର ଓ ବାହାରେ ହେମ ଦସ୍ତା ପୁଆ ପଡ଼ିଥିବାରୁ ସେଥିରେ ମୁଣ୍ଡକୁ ଛେଚି ହତ୍ୟା କରା ଯାଇଥିବା ଜଣାପଡ଼ିଛି। ତିନିଟି ମୃତଶରୀର ରକ୍ତ ଜୁଡୁବୁଡୁ ହୋଇଥିବା ବେଳେ ମୁଣ୍ଡ ନଷ୍ଟ ହୋଇଯାଇଛି। ଖବର ପାଇ ଏସପି ଭବାନୀ ଶଙ୍କର ଉଦଗାତା, ଜଗତସିଂହପୁର ଥାନା ଆଇଆଇସି ପ୍ରଭାସ ସାହୁ ପୁଲିସ ଟିମ୍ ସହ ପହଞ୍ଚି ଘଟଣାସ୍ଥଳରେ ତଦନ୍ତ କରିଛନ୍ତ । ଅଭିଯୁକ୍ତ ସୂର୍ଯ୍ୟକାନ୍ତ ସେଠୀକୁ ଜଗତସିଂହପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରୁ ଗିରଫ କରାଯାଇଛି।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସିମେଣ୍ଟ ମିକ୍ସଚର ଟ୍ରକ୍ ଧକ୍କାରେ ବାପା ଓ ଝିଅଙ୍କ ମୃତ୍ୟୁ

04 Mar 2025 By The Sakala

ନୃସଂଶ ପୁଅ: ବାପାମାଆ ସହ ଭଉଣୀର ମୁଣ୍ଡକୁ ଛେଚି ହତ୍ୟା କଲା …

ଜଗତସିଂହପୁର: ନୃସଂଶ ପାଲଟିଲା ପୁଅ। ଗୋଟିଏ ପରିବାରର ତିନି ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କଲା। ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ସହର ଜୟବଡ଼ ଅଞ୍ଚଳରେ। ମୃତକମାନେ ହେଲେ କାଳିଆ ଓରଫ୍ ପ୍ରଶାନ୍ତ ସେଠୀ, ତାଙ୍କ ପତ୍ନୀ କନକଲତା ସେଠୀ ଓ ଝିଅ ରୋଜାଲିନ। ସାନପୁଅ ସୂର୍ଯ୍ୟକାନ୍ତ ସେଠୀ ଏହି ଜଘନ୍ଯ କାଣ୍ଡ ଘଟାଇଥିବା ଜଣାପଡ଼ିଛି। ସେ ପାରିବାରିକ କଳହକୁ କେନ୍ଦ୍ର କରି ବାପା-ମାଆ ସହ ଭଉଣୀକୁ ହତ୍ୟା କରିଛି। ତେବେ କଳହର ମୁଖ୍ୟ କାରଣ କ’ଣ, କେଉଁ ପରିସ୍ଥିତରେ ଏ ଭଳି ନାରକୀୟ କାଣ୍ଡ ଘଟାଇଛି ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।

ସୂଚନା ଅନୁଯାୟୀ, ରାତି ପ୍ରାୟ ୨ଟାରୁ ସାଢେ ୨ଟା ଭିତରେ ଏହି ଘଟଣା ଘଟିଛି। ଭିତରେ ପଥର ଓ ବାହାରେ ହେମ ଦସ୍ତା ପୁଆ ପଡ଼ିଥିବାରୁ ସେଥିରେ ମୁଣ୍ଡକୁ ଛେଚି ହତ୍ୟା କରା ଯାଇଥିବା ଜଣାପଡ଼ିଛି। ତିନିଟି ମୃତଶରୀର ରକ୍ତ ଜୁଡୁବୁଡୁ ହୋଇଥିବା ବେଳେ ମୁଣ୍ଡ ନଷ୍ଟ ହୋଇଯାଇଛି। ଖବର ପାଇ ଏସପି ଭବାନୀ ଶଙ୍କର ଉଦଗାତା, ଜଗତସିଂହପୁର ଥାନା ଆଇଆଇସି ପ୍ରଭାସ ସାହୁ ପୁଲିସ ଟିମ୍ ସହ ପହଞ୍ଚି ଘଟଣାସ୍ଥଳରେ ତଦନ୍ତ କରିଛନ୍ତ । ଅଭିଯୁକ୍ତ ସୂର୍ଯ୍ୟକାନ୍ତ ସେଠୀକୁ ଜଗତସିଂହପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରୁ ଗିରଫ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର